/odishatv-khabar/media/post_attachments/uploadimage/library/16_9/16_9_0/bhadrak-2_1626434032.jpg)
bhadrak
ଭଦ୍ରକ: ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଲା। ଏନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ।
Advertisment
ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର।
ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। ସୋସିଆଲ ମିଡିଆର ଅପବ୍ୟବହାର ରୋକିବାକୁ ଏବଂ ସାଂପ୍ରଦାୟିକ ସଦ୍ଭାବନା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା।
Advertisment
Bhadrak
Section 144
Ram Navami Celebrations
Prohibitory Orders In Bhadrak
Section 144 Lifted In Bhadrak
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)