Advertisment

ଭଦ୍ରକରୁ ହଟିଲା ୧୪୪ ଧାରା

ଭଦ୍ରକ: ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଲା।  ଏନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ। ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର। ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। […]

ଭଦ୍ରକରୁ ହଟିଲା ୧୪୪ ଧାରା

bhadrak

Advertisment

ଭଦ୍ରକ: ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଲା।  ଏନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ।

Advertisment

ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର।

ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। ସୋସିଆଲ ମିଡିଆର ଅପବ୍ୟବହାର ରୋକିବାକୁ ଏବଂ ସାଂପ୍ରଦାୟିକ ସଦ୍ଭାବନା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିଲା।

Advertisment
Bhadrak Section 144 Ram Navami Celebrations Prohibitory Orders In Bhadrak Section 144 Lifted In Bhadrak
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ