/odishatv-khabar/media/post_attachments/uploadimage/library/16_9/16_9_0/rain-44_1626435329.jpg)
kalabaisakhi
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ମିଳିଛି ନିସ୍ତାର। ଆଭ୍ୟନ୍ତରୀଣ ସହ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି।
Advertisment
ତେବେ କାଳବୈଶାଖୀ ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି।
ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)