Advertisment

୫ ରୁ ପୁଣି ବଢ଼ିବ ତାତି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି। ତଥାପି ଗତକାଲି ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ଟିଟିଲାଗଡ, ମାଲକାନଗିରି ଓ ସୋନପୁରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ମେ ୪ ତାରିଖ ଯାଏଁ ତାତିରେ ସାମାନ୍ୟ ହ୍ରାସ ହେବ। ୫ରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ। ସେପଟେ କାଳବୈଶାଖୀ ବର୍ଷା ଯୋଗୁଁ ଗତକାଲି […]

୫ ରୁ ପୁଣି ବଢ଼ିବ ତାତି

heat wave

Advertisment

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି। ତଥାପି ଗତକାଲି ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଛି।

Advertisment

ଟିଟିଲାଗଡ, ମାଲକାନଗିରି ଓ ସୋନପୁରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ମେ ୪ ତାରିଖ ଯାଏଁ ତାତିରେ ସାମାନ୍ୟ ହ୍ରାସ ହେବ। ୫ରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ।

ସେପଟେ କାଳବୈଶାଖୀ ବର୍ଷା ଯୋଗୁଁ ଗତକାଲି ସୁନ୍ଦରଗଡ ଜିଲ୍ଲା ହାତୀବାରିରେ ଗଛ ପଡି ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି।  ତାଙ୍କ ନା ସୁରେନ୍ଦ୍ର ଶୂନ୍ୟନି। ସୂଚନା ଅନୁସାରେ ସୁରେନ୍ଦ୍ର କାର୍‌ ପାର୍କିଂ କରୁଥିବାବେଳେ ହଠାତ୍‌ ଏକ ଗଛ ତାଙ୍କ କାର୍‌ ଉପରେ ପଡି ଯାଇଥିଲା।  ଫଳରେ ଘଟଣା ସ୍ଥଳରେ ହିଁ ସେ ପ୍ରାଣ ହରାଇଥିଲେ।

Advertisment
Odisha Heatwave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ