Advertisment

ସାଲେପୁର ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ :  ସାଲେପୁର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ। SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି। ୧୩ ଜଣିଆ ଡାକ୍ତରୀ ଦଳ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି। ତେବେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁନି ଏବଂ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଛି ବୋଲି ସେ ସୂଚନା ଦେଇଛନ୍ତି। ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର […]

ସାଲେପୁର ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ 

rape victim

Advertisment

କଟକ :  ସାଲେପୁର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ। SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି।

Advertisment

୧୩ ଜଣିଆ ଡାକ୍ତରୀ ଦଳ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି। ତେବେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁନି ଏବଂ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଛି ବୋଲି ସେ ସୂଚନା ଦେଇଛନ୍ତି।

publive-imageଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାକୁ ପ୍ରଥମେ ସାଲେପୁର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ନାବାଳିକାକୁ କେହି ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରିଥିବା ନେଇ ପରିବାର ସାଲେପୁର ଥାନାରେ ଅଭିଯୋଗ କରିଥିଲେ।

Advertisment
Critical Rape Survivor Scb Cuttack Salepur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ