Advertisment

ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବିହାର ରାଜ୍ୟପାଳ

ଭୁବନେଶ୍ୱର: ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ତାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଆସିଛି। #PresidentKovind directs Shri Satya Pal Malik, Governor of Bihar, to discharge functions of Governor of Odisha, in addition to his own duties, following the completion of the tenure of Shri S.C. Jamir — President […]

ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବିହାର ରାଜ୍ୟପାଳ

satya pal malik

Advertisment

ଭୁବନେଶ୍ୱର: ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ତାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଆସିଛି।

Advertisment

ବିହାର ରାଜ୍ୟପାଳ ସହ ଓଡ଼ିଶାର ରାଜ୍ୟପାଳ ଭାବେ ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜ୍ୟପାଳ ଥିବା ଏସ.ସି ଜମିରଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି।

Advertisment
Odisha Governor Satya Pal Malik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ