Advertisment

ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଶା ଛାଡିବା ପୂର୍ବରୁ ପୂର୍ବତନ ରାଜ୍ୟପାଳଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗାର୍ଡ ଅଫ୍ ଅନର ଦିଆଯାଇଛି। ପୂର୍ବତନ ରାଜ୍ୟପାଳଙ୍କୁ ବିଦାୟ ଜଣାଇବାକୁ ବିମାନ ବନ୍ଦରରେ ପହଞ୍ଚିଥିଲେ ବହୁ ରାଜନେତା, ଭୁବନେଶ୍ୱର ମେୟର, ପ୍ରଶାସନିକ ଅଧିକାରୀ ଓ ପୋଲିସ କମିଶନର ପ୍ରମୁଖ। ଗତ ୨୦ ତାରିଖରେ ଶେଷ ହୋଇଥିଲା ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ। ରାଜ୍ୟପାଳଙ୍କ କାର୍ଯ୍ୟକାଳ ସରିବା ପରେ ଗତକାଲି […]

ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

SC Jamir

Advertisment

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଶା ଛାଡିବା ପୂର୍ବରୁ ପୂର୍ବତନ ରାଜ୍ୟପାଳଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗାର୍ଡ ଅଫ୍ ଅନର ଦିଆଯାଇଛି।

Advertisment

ପୂର୍ବତନ ରାଜ୍ୟପାଳଙ୍କୁ ବିଦାୟ ଜଣାଇବାକୁ ବିମାନ ବନ୍ଦରରେ ପହଞ୍ଚିଥିଲେ ବହୁ ରାଜନେତା, ଭୁବନେଶ୍ୱର ମେୟର, ପ୍ରଶାସନିକ ଅଧିକାରୀ ଓ ପୋଲିସ କମିଶନର ପ୍ରମୁଖ।

ଗତ ୨୦ ତାରିଖରେ ଶେଷ ହୋଇଥିଲା ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ। ରାଜ୍ୟପାଳଙ୍କ କାର୍ଯ୍ୟକାଳ ସରିବା ପରେ ଗତକାଲି ରାଜଭବନକୁ ଯାଇ ଜମିରଙ୍କୁ ବିଦାୟ କାଳୀନ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment
Odisha Guard Of Honour Former Governor Of Odisha Former Governor Sc Jamir Sc Jamir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ