Advertisment

ଜଳୁଛି ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ତାତିରେ ଛଟପଟ ସାରା ଓଡ଼ିଶା। ବିଶେଷ କରି ପଶ୍ଚିମ ଓଡିଶାରେ ସ୍ଥିତି ଅସହ୍ୟ ହୋଇପଡିଛି। ଗୋଟିଏ ଦୁଇଟି ସ୍ଥାନରେ ପାରଦ ପାଖାପାଖି ୪୫ ଡିଗ୍ରୀକୁ ପହଞ୍ଚିଲାଣି। ଆଜି ବି ଗ୍ରୀଷ୍ମ ପ୍ରବାହ ସାଂଘାତିକ ରହିଛି। ପାଣିପାଗ ବିଭାଗ କହିଛି, ଆସନ୍ତା ୧୨ ତାରିଖ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଭଳି ସ୍ଥିତି ଯଦି ଲାଗିରହେ, ତେବେ ଅଂଶୁଘାତ ଆଶଙ୍କାକୁ ଏଡାଇ ଦେଇ ହେବ ନାହିଁ।

ଜଳୁଛି ପଶ୍ଚିମ ଓଡ଼ିଶା 

heat 1

Advertisment

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ତାତିରେ ଛଟପଟ ସାରା ଓଡ଼ିଶା। ବିଶେଷ କରି ପଶ୍ଚିମ ଓଡିଶାରେ ସ୍ଥିତି ଅସହ୍ୟ ହୋଇପଡିଛି। ଗୋଟିଏ ଦୁଇଟି ସ୍ଥାନରେ ପାରଦ ପାଖାପାଖି ୪୫ ଡିଗ୍ରୀକୁ ପହଞ୍ଚିଲାଣି।

Advertisment

ଆଜି ବି ଗ୍ରୀଷ୍ମ ପ୍ରବାହ ସାଂଘାତିକ ରହିଛି। ପାଣିପାଗ ବିଭାଗ କହିଛି, ଆସନ୍ତା ୧୨ ତାରିଖ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଭଳି ସ୍ଥିତି ଯଦି ଲାଗିରହେ, ତେବେ ଅଂଶୁଘାତ ଆଶଙ୍କାକୁ ଏଡାଇ ଦେଇ ହେବ ନାହିଁ।

Odisha Heat Wave Condition In Odisha Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ