Advertisment

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରକେଟ୍‌ ଗଲା ମହାକାଶ

ୱାସିଂଟନ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରକେଟ୍‌ ‘ଫାଲକନ ହେଭି’ ମହାକାଶକୁ ଯାଇଛି। ଘରୋଇ କମ୍ପାନୀ SPACE X ପକ୍ଷରୁ ଏହାକୁ ଉତ୍‌କ୍ଷେପନ ହୋଇଯାଇଛି। ଆମେରିକାର ଫେ୍ଲାରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ଏହି ଉତ୍‌କ୍ଷେପଣ ଗତକାଲି ହୋଇଛି। ଏହାର ଓଜନ ପାଖାପାଖି ୬୩.୮ ଟନ୍ ଓ ଲମ୍ବ ୨୩୦ ଫୁଟ୍‌ ରହିଛି। ରକେଟ୍‌ରେ ୨୭ଟି ଶକ୍ତିଶାଳୀ ଇଂଜିନ ରହିଛି। ଏହା ମଙ୍ଗଳ ଗ୍ରହ ପର୍ଯ୍ୟନ୍ତ ଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରଥମ ଥର ପାଇଁ ଏକ କାରକୁ […]

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରକେଟ୍‌ ଗଲା ମହାକାଶ

spacex

Advertisment

ୱାସିଂଟନ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରକେଟ୍‌ ଫାଲକନ ହେଭିମହାକାଶକୁ ଯାଇଛି। ଘରୋଇ କମ୍ପାନୀ SPACE X ପକ୍ଷରୁ ଏହାକୁ ଉତ୍‌କ୍ଷେପନ ହୋଇଯାଇଛି। ଆମେରିକାର ଫେ୍ଲାରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ଏହି ଉତ୍‌କ୍ଷେପଣ ଗତକାଲି ହୋଇଛି। ଏହାର ଓଜନ ପାଖାପାଖି ୬୩.୮ ଟନ୍ ଓ ଲମ୍ବ ୨୩୦ ଫୁଟ୍‌ ରହିଛି। ରକେଟ୍‌ରେ ୨୭ଟି ଶକ୍ତିଶାଳୀ ଇଂଜିନ ରହିଛି। ଏହା ମଙ୍ଗଳ ଗ୍ରହ ପର୍ଯ୍ୟନ୍ତ ଯିବ।

Advertisment

ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରଥମ ଥର ପାଇଁ ଏକ କାରକୁ ରକେଟ୍‌ରେ ଉତ୍‌କ୍ଷେପଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: