terrorists killed
Advertisment
ଶ୍ରୀନଗର : ଜାମ୍ମୁ ଓ କାଶ୍ମୀର ଶ୍ରୀନଗରରେ ହୋଇଥିବା ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ। ଏହା ସହିତ ପ୍ରାୟ ୪ ଘଣ୍ଟା ଧରି ଚାଲିଥିବା ଏନ୍କାଉଣ୍ଟର ଶେଷ ହୋଇଛି। ଏନ୍କାଉଣ୍ଟରରେ ୩ ଜଣ ସିଆର୍ପିଏଫ୍ ଯବାନ ଓ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।
Advertisment
ଆଜି ଭୋର୍ରୁ ତବେଲା ଛତବଲ୍ ଅଞ୍ଚଳରେ ଏହି ଏନ୍କାଉଣ୍ଟର ହୋଇଥିଲା। ଗୋଟିଏ ଘରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ତାକୁ ଚାରିଆଡୁ ଘେରି ଯାଇଥିଲେ ସୁରକ୍ଷାକର୍ମୀ। ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/terrorist_1626503680.jpg)