puri
Advertisment
ପୁରୀ: ସ୍କୁଲରେ ୩ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ। ଏଭଳି ଏକ ଅଭିଯୋଗ ଆସିଛି ପୁରୀ ଜିଲ୍ଲା କାକଟପୁର ଅଞ୍ଚଳରେ।
Advertisment
ଏଠାକାର ଏକ ସ୍କୁଲର ପ୍ରଧାନଶିକ୍ଷକ ଗତକାଲି ୫ମ ଶ୍ରେଣୀର ଦୁଇ ଜଣ ଓ ୪ର୍ଥ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।
ଛାତ୍ରୀମାନେ ଘଟଣା ସମ୍ପର୍କରେ ନିଜ ଘରେ ଜଣାଇବେ ପରେ ଗାଁରେ ଉତ୍ତେଜନା ଦେଖା ଦେଇଛି। ଅଭିଭାବକମାନେ ଆଜି ସକାଳୁ ସ୍କୁଲରେ ତାଲା ପକାଇ ଦେବା ସହ ପ୍ରଧାନଶିକ୍ଷକଙ୍କୁ ଅଟକ ରଖିଛନ୍ତି। ସେପଟେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ CRCC ସ୍କୁଲକୁ ଯାଇ ତଦନ୍ତ କରୁଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/puri-88_1626500507.jpg)