Advertisment

ରେଭେନ୍ସାରେ ଛାତ୍ର ଅଶାନ୍ତି

କଟକ : ରେଭେନ୍ସାରେ ଛାତ୍ର ଅଶାନ୍ତି। ବିଭିନ୍ନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ। ଫି ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ଛାଡିବା ନିର୍ଦ୍ଦେଶର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଏହି ଧାରଣା ଦେଇଛନ୍ତି। ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ବିରୋଧ କରିଛନ୍ତି ଛାତ୍ରଛାତ୍ରୀ। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।

ରେଭେନ୍ସାରେ ଛାତ୍ର ଅଶାନ୍ତି

reven-

Advertisment

କଟକ : ରେଭେନ୍ସାରେ ଛାତ୍ର ଅଶାନ୍ତି। ବିଭିନ୍ନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ। ଫି ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ଛାଡିବା ନିର୍ଦ୍ଦେଶର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଏହି ଧାରଣା ଦେଇଛନ୍ତି।

Advertisment

ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ବିରୋଧ କରିଛନ୍ତି ଛାତ୍ରଛାତ୍ରୀ। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।

Ravenshaw University Students Stage Demonstration Ravenshaw Demonstration
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ