Advertisment

ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଶୁଭଙ୍କର ଗିରଫ

ଭୁବନେଶ୍ୱର: ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ରେ ଗିରଫ ହୋଇ ଜାମିନରେ ଆସିଥିବା ଶୁଭଙ୍କର ନାୟକଙ୍କ ନାଁରେ ପୁଣି ଏକ ମାମଲା। ଜଣେ ମହିଳାଙ୍କୁ ଅସଦାଚରଣ ସହ ଉକ୍ତ ମହିଳାଙ୍କ ପୁଅକୁ ମାଡ଼ ମାରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି। ଏନେଇ ଗତକାଲି ରାତିରେ ଉକ୍ତ ମହିଳାଙ୍କ ସହ ତାଙ୍କ ପୁଅ ଭୁବନେଶ୍ୱର ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଶୁଭଙ୍କରଙ୍କୁ ଖାରବେଳନଗର ଥାନା ପୋଲିସ ଉଠାଇ ନେଇ ପଚରାଉଚୁରା କରିବା ପରେ ଗିରଫ କରିଥିବା ଜଣାପଡ଼ିଛି। […]

ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଶୁଭଙ୍କର ଗିରଫ

subhankar

Advertisment

ଭୁବନେଶ୍ୱର: ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ରେ ଗିରଫ ହୋଇ ଜାମିନରେ ଆସିଥିବା ଶୁଭଙ୍କର ନାୟକଙ୍କ ନାଁରେ ପୁଣି ଏକ ମାମଲା।

Advertisment

ଜଣେ ମହିଳାଙ୍କୁ ଅସଦାଚରଣ ସହ ଉକ୍ତ ମହିଳାଙ୍କ ପୁଅକୁ ମାଡ଼ ମାରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି।

ଏନେଇ ଗତକାଲି ରାତିରେ ଉକ୍ତ ମହିଳାଙ୍କ ସହ ତାଙ୍କ ପୁଅ ଭୁବନେଶ୍ୱର ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଶୁଭଙ୍କରଙ୍କୁ ଖାରବେଳନଗର ଥାନା ପୋଲିସ ଉଠାଇ ନେଇ ପଚରାଉଚୁରା କରିବା ପରେ ଗିରଫ କରିଥିବା ଜଣାପଡ଼ିଛି।  ତେବେ ଏନେଇ ପୁଲିସ୍‌ର ପ୍ରତିକ୍ରିୟା ମିଳିପାରିନି।

Advertisment

ସୂଚନାଯୋଗ୍ୟ, ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ଅଭିଯୋଗରେ  ୨୦୧୪ ମସିହାରେ ସିବିଆଇ ତାଙ୍କୁ ଗିରଫ କରିଥିଲା। ୨୦୧୭ ମସିହା ଅଗଷ୍ଟ ମାସରେ ସେ ଜାମିନ୍‌ରେ ଆସିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ