Advertisment

ସୁପରସୋନିକ୍ କ୍ରୁସ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ସଫଳତାର ସହ ପରୀକ୍ଷଣ ହୋଇଛି ସୁପରସୋନିକ୍ କ୍ରୁସ ମିସାଇଲ ବ୍ରହ୍ମୋସ। ରାଜସ୍ଥାନର ପୋଖରନରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି। ଭାରତ ଏବଂ ଋ଼ଷ ଜ୍ଞାନ କୌଶଳରେ ନିର୍ମିତ ହୋଇଛି ବ୍ରହ୍ମୋସ। ଭାରତୀୟ ବାୟୁ ସେନାର ଶକ୍ତିଶାଳୀ ଯୁଦ୍ଧ ବିମାନ ସୁଖୋଇରେ ବ୍ରହ୍ମୋସକୁ ଉତକ୍ଷେପଣ କିମ୍ବା ଲକ୍ଷଭେଦ କରାଯାଇ ପାରିବ। ୨୦୦୬ରେ ବ୍ରହ୍ମୋସ ଭାରତୀୟ ସେନାରେ ସାମିଲ ହୋଇଥିଲା। ୧୫ ଶହ କିଲୋମିଟର ଯାଏ ଲକ୍ଷ୍ୟଭେଦ କରିପାରିବ କ୍ଷେପଣାସ୍ତ୍ର  ବ୍ରହ୍ମୋସ। ଡିଆରଡିଓ ଟିମର ଏହି ସଫଳତା ପାଇଁ […]

author-image
Otv Khabar Bureau
ସୁପରସୋନିକ୍ କ୍ରୁସ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ

brahmos

ନୂଆଦିଲ୍ଲୀ: ସଫଳତାର ସହ ପରୀକ୍ଷଣ ହୋଇଛି ସୁପରସୋନିକ୍ କ୍ରୁସ ମିସାଇଲ ବ୍ରହ୍ମୋସ। ରାଜସ୍ଥାନର ପୋଖରନରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି।

Advertisment

ଭାରତ ଏବଂ ଋ଼ଷ ଜ୍ଞାନ କୌଶଳରେ ନିର୍ମିତ ହୋଇଛି ବ୍ରହ୍ମୋସ। ଭାରତୀୟ ବାୟୁ ସେନାର ଶକ୍ତିଶାଳୀ ଯୁଦ୍ଧ ବିମାନ ସୁଖୋଇରେ ବ୍ରହ୍ମୋସକୁ ଉତକ୍ଷେପଣ କିମ୍ବା ଲକ୍ଷଭେଦ କରାଯାଇ ପାରିବ। ୨୦୦୬ରେ ବ୍ରହ୍ମୋସ ଭାରତୀୟ ସେନାରେ ସାମିଲ ହୋଇଥିଲା।

୧୫ ଶହ କିଲୋମିଟର ଯାଏ ଲକ୍ଷ୍ୟଭେଦ କରିପାରିବ କ୍ଷେପଣାସ୍ତ୍ର  ବ୍ରହ୍ମୋସ। ଡିଆରଡିଓ ଟିମର ଏହି ସଫଳତା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଅଭିନନ୍ଦନ ଜଣାଇଛନ୍ତି।

Advertisment

Supersonic Cruise Missile BrahMos
Advertisment
Advertisment