superstar
ଚେନ୍ନାଇ: ଗୋଟିଏ ମଞ୍ଚରେ ଏକଜୁଟ୍ ହୋଇଛନ୍ତି ତାମିଲ୍ ଇଣ୍ଡଷ୍ଟ୍ରିର ସମସ୍ତ ସୁପରଷ୍ଟାର। ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତ, କମଲ ହସନ୍, ବିକ୍ରମ, ଧନୁଷ, ସଙ୍ଗୀତ ନିର୍ଦ୍ଦେଶକ ଇଲିଅରାଜା ସମେତ ଅନେକ ତାମିଲ କଳାକାର ଆନ୍ଦୋଳନକୁ ଓହ୍ଲାଇଛନ୍ତି।
କାବେରୀ ନଦୀ ମ୍ୟାନେଜ୍ମେଣ୍ଟ୍ ବୋର୍ଡ ଗଠନ ଦାବିରେ ଚେନ୍ନାଇରେ ଏମାନେ ଆନ୍ଦୋଳନକୁ ଓହ୍ଲାଇଇଛନ୍ତି। ଯଥା ଶୀଘ୍ର କାବେରୀ ନଦୀ ମ୍ୟାନେଜ୍ମେଣ୍ଟ୍ ବୋର୍ଡ ଗଠନ ଲାଗି ଦାବି କରିଛନ୍ତି ଏହି ସୁପରଷ୍ଟାର। କିଛି ଦିନ ତଳେ ଡିଏମ୍କେ ବନ୍ଦ ଡାକରା ଦେଇଥିବା ବେଳେ ଏହାକୁ ଅନ୍ୟ ବିରୋଧୀ ଦଳ ମଧ୍ୟ ସମର୍ଥନ କରିଛନ୍ତି। ରାଜ୍ୟର କୃଷକ ମଧ୍ୟ ଆନ୍ଦୋଳନକୁ ଓହ୍ଲେଇଛନ୍ତି।
କାବେରୀ ଜଳ ବିବାଦରେ ମ୍ୟାନେଜ୍ମେଣ୍ଟ୍ ବୋର୍ଡ ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/cauvery_1626437836.jpg)