Advertisment

ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର : ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ। ଆଜି ସରକାର ଓ ସ୍କୁଲ ଓ କଲେଜ ଶିକ୍ଷକ ମିଳିତ ମଞ୍ଚ ବୈଠକ ପରେ ଏହି ନିଷ୍ପତ୍ତି ନେଇଛି ମିଳିତ ମଞ୍ଚ। ଆନ୍ଦୋଳନରୁ ହଟିବା ସହ ଯୁକ୍ତ ଦୁଇ ଖାତାଦେଖା ପ୍ରକ୍ରିୟାରେ ସାମିଲ ହେବାକୁ ସଂଘର ଆବାହାକ ପବିତ୍ର ମାହାଲା ଘୋଷଣା କରିଛନ୍ତି। ବିବାଦର ସମାଧାନ ପାଇଁ ଆଜି ବସିଥିବା ବୈଠକରେ ସରକାର ଓ ଶିକ୍ଷକ/ଅଧ୍ୟାପକ ସଂଘ ମଧ୍ୟରେ ବିସ୍ତୁତ ଆଲୋଚନା ହୋଇଥିଲା। ସଂଘ ପକ୍ଷରୁ ୩ଟି ଦାବି ରଖାଯାଇଥିବା […]

ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

teACHER

Advertisment

ଭୁବନେଶ୍ୱର : ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ। ଆଜି ସରକାର ଓ ସ୍କୁଲ ଓ କଲେଜ ଶିକ୍ଷକ ମିଳିତ ମଞ୍ଚ ବୈଠକ ପରେ ଏହି ନିଷ୍ପତ୍ତି ନେଇଛି ମିଳିତ ମଞ୍ଚ। ଆନ୍ଦୋଳନରୁ ହଟିବା ସହ ଯୁକ୍ତ ଦୁଇ ଖାତାଦେଖା ପ୍ରକ୍ରିୟାରେ ସାମିଲ ହେବାକୁ ସଂଘର ଆବାହାକ ପବିତ୍ର ମାହାଲା ଘୋଷଣା କରିଛନ୍ତି।

Advertisment

ବିବାଦର ସମାଧାନ ପାଇଁ ଆଜି ବସିଥିବା ବୈଠକରେ ସରକାର ଓ ଶିକ୍ଷକ/ଅଧ୍ୟାପକ ସଂଘ ମଧ୍ୟରେ ବିସ୍ତୁତ ଆଲୋଚନା ହୋଇଥିଲା। ସଂଘ ପକ୍ଷରୁ ୩ଟି ଦାବି ରଖାଯାଇଥିବା ବେଳେ ଆସନ୍ତା ତିନି ମାସ ଭିତରେ ସେମାନଙ୍କ ଦାବି ପୂରଣ ନେଇ ଚେଷ୍ଟା କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଥିଲେ।

Teachers Strike Govt Assurance Postpone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ