Advertisment

ପୁଣି ଲେଉଟିଲା ତାତି: ୪୧ ଡିଗ୍ରୀ ଛୁଇଁଲା ରାଜଧାନୀ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରଭାବ ଜାରି ରହିବ।  କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ।  ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଭାବେ ସ୍ଥାନ ପାଇଥିଲା।  ଭୁବନେଶ୍ୱରର ତାପମାତ୍ରା ୪୧. ୨ ଡିଗ୍ରୀ ସେଲସିୟସ ଥିଲା।  ୪୧ ଡିଗ୍ରୀ ସହ ବଲାଙ୍ଗିର, ଟିଟିଲାଗଡ଼ ଦ୍ୱିତୀୟ ସର୍ବାଧିକ ଉତ୍ତପ୍ତ ସହର ଥିଲା। ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ରାଜ୍ୟର […]

ପୁଣି ଲେଉଟିଲା ତାତି: ୪୧ ଡିଗ୍ରୀ ଛୁଇଁଲା ରାଜଧାନୀ ତାପମାତ୍ରା

heat wave

Advertisment

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରଭାବ ଜାରି ରହିବ।  କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ।  ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଗତକାଲି ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଭାବେ ସ୍ଥାନ ପାଇଥିଲା।  ଭୁବନେଶ୍ୱରର ତାପମାତ୍ରା ୪୧. ୨ ଡିଗ୍ରୀ ସେଲସିୟସ ଥିଲା।  ୪୧ ଡିଗ୍ରୀ ସହ ବଲାଙ୍ଗିର, ଟିଟିଲାଗଡ଼ ଦ୍ୱିତୀୟ ସର୍ବାଧିକ ଉତ୍ତପ୍ତ ସହର ଥିଲା।

ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ରାଜ୍ୟର ହୀରାକୁଦ, ଝାରସୁଗୁଡ଼ା ଓ ତାଳଚେରର ତାପମାତ୍ରା ୪୦.୬ ଡିଗ୍ରୀ ସେଲସିୟସ୍ ରହିଥିଲା।

Advertisment

ସେହିପରି ଚାନ୍ଦବାଲି-୪୦.୪ ଡିଗ୍ରୀ, ଅନୁଗୁଳ-୪୦.୩ ଡିଗ୍ରୀ, ମାଲକାନଗିରି-୪୦.୨ ଡିଗ୍ରୀ ,ସମ୍ବଲପୁର ୪୦ ଡିଗ୍ରୀ ଓ କଟକ- ୩୮.୫ ଡିଗ୍ରୀ  ସେଲସିୟସ ରହିଥିଲା।

Heat Wave Condition In Odisha Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ