Advertisment

ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମନ୍‌ର ଭାଇଙ୍କୁ ଗୁଳିମାଡ଼

କଟକ: ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମନ୍‌ର ଭାଇଙ୍କୁ ଗୁଳିମାଡ଼। ଜଗତପୁର ନର୍ଥ ଡିଭିଜନ୍ ଆଇବି ନିକଟରେ ଏହି ଗୁଳିମାଡ଼ ହୋଇଛି। ରେହମନ୍‌ର ଭାଇ ତାହିରଙ୍କୁ ଏହି ଗୁଳିମାଡ଼ କରିଛନ୍ତି ଦୁବୃର୍ତ୍ତ। ତାହିରଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ତାଙ୍କୁ କିଏ ଗୁଳି କରିଛି, ଗୁଳିମାଡ଼ର କାରଣ କ’ଣ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଟେଣ୍ଡର କାରବାରକୁ ନେଇ ଗୁଳିମାଣ୍ଡ ହୋଇଥିବା ସୂଚନା ମିଳିଛି। ଆହତ ତାହିରଙ୍କୁ ପ୍ରଥମେ କଟକର ଏକ ଘରୋଇ ହସ୍ପିଟାଲ୍ ଏବଂ ପରେ ବଡ଼ […]

ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମନ୍‌ର ଭାଇଙ୍କୁ ଗୁଳିମାଡ଼

firing

Advertisment

କଟକ: ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର ରେହମନ୍‌ର ଭାଇଙ୍କୁ ଗୁଳିମାଡ଼। ଜଗତପୁର ନର୍ଥ ଡିଭିଜନ୍ ଆଇବି ନିକଟରେ ଏହି ଗୁଳିମାଡ଼ ହୋଇଛି। ରେହମନ୍‌ର ଭାଇ ତାହିରଙ୍କୁ ଏହି ଗୁଳିମାଡ଼ କରିଛନ୍ତି ଦୁବୃର୍ତ୍ତ।

Advertisment

ତାହିରଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ତାଙ୍କୁ କିଏ ଗୁଳି କରିଛି, ଗୁଳିମାଡ଼ର କାରଣ କ’ଣ ସେନେଇ କିଛି ସ୍ପଷ୍ଟ ହୋଇନାହିଁ।

ଟେଣ୍ଡର କାରବାରକୁ ନେଇ ଗୁଳିମାଣ୍ଡ ହୋଇଥିବା ସୂଚନା ମିଳିଛି। ଆହତ ତାହିରଙ୍କୁ ପ୍ରଥମେ କଟକର ଏକ ଘରୋଇ ହସ୍ପିଟାଲ୍ ଏବଂ ପରେ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

Advertisment
Terror Suspect Abdur Rehman
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ