Advertisment

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ସଦସ୍ୟଙ୍କ ଜୀବନ

ଢେଙ୍କାନାଳ: ଢେଙ୍କାନାଳ ମୋଟଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ପରିବାରର ୩ ସଦସ୍ୟଙ୍କ ଅକାଳ ବିୟୋଗ। ଆଜି ଭୋରରୁ ୫୫ ନମ୍ବର ଜାତୀୟ ରାଜପଥର ମୋଟଙ୍ଗା ନବଭାରତ ଛକରେ ଏହି ଦୁର୍ଘଟଣା ଘଟିଛି। କାର ଉପରେ ଏକ ଟ୍ରକ୍ ମାଡି ଯିବାରୁ ଘଟଣାସ୍ଥଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ତିନି ଜଣ ହେଲେ ଗୋବିନ୍ଦ ତ୍ରିପାଠୀ, ତାଙ୍କ ପତ୍ନୀ ମୋନାଲିସା ତ୍ରିପାଠୀ ଏବଂ ପୁଅ ସୌରଭ ତ୍ରିପାଠୀ। ତାଳଚେର ବଲଣ୍ଡା ଅଞ୍ଚଳର ଏହି […]

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ସଦସ୍ୟଙ୍କ ଜୀବନ

dhenkanal

Advertisment

ଢେଙ୍କାନାଳ: ଢେଙ୍କାନାଳ ମୋଟଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ପରିବାରର ୩ ସଦସ୍ୟଙ୍କ ଅକାଳ ବିୟୋଗ। ଆଜି ଭୋରରୁ ୫୫ ନମ୍ବର ଜାତୀୟ ରାଜପଥର ମୋଟଙ୍ଗା ନବଭାରତ ଛକରେ ଏହି ଦୁର୍ଘଟଣା ଘଟିଛି।

Advertisment

କାର ଉପରେ ଏକ ଟ୍ରକ୍ ମାଡି ଯିବାରୁ ଘଟଣାସ୍ଥଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ତିନି ଜଣ ହେଲେ ଗୋବିନ୍ଦ ତ୍ରିପାଠୀ, ତାଙ୍କ ପତ୍ନୀ ମୋନାଲିସା ତ୍ରିପାଠୀ ଏବଂ ପୁଅ ସୌରଭ ତ୍ରିପାଠୀ।

ତାଳଚେର ବଲଣ୍ଡା ଅଞ୍ଚଳର ଏହି ପରିବାର ଭୁବନେଶ୍ୱରରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି।

Advertisment
Dhenkanal Road Accident Family Killed In Accident Truck Hits Car
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ