Advertisment

ଏନ୍‌କାଉଣ୍ଟରରେ ୨ ମାଓବାଦୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଡୁଡୁକାମାଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ। ଏଥିରେ ୨ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି।  ମୃତକଙ୍କ ମଧ୍ୟରେ  କ୍ୟାଡର ମାଓବାଦୀ ସଞ୍ଜୀବ ଥିବା କୁହାଯାଉଛି।  ତାଙ୍କ ନାଁରେ ୨୫ରୁ ଅଧିକ ମାମଲା ଥିବା କୁହାଯାଉଛି। ସୂଚନା ଅନୁସାରେ ଡ଼ୁଡ଼ୁକାମାଲ ଜଙ୍ଗଲରେ ମାଓବାଦୀ ଥିବା ଖବର ପାଇବା ପରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।  ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୋଟିଏ AK ୪୭ ଏବଂ ଗୋଟିଏ ଇନ୍‌ସାସ […]

ଏନ୍‌କାଉଣ୍ଟରରେ ୨ ମାଓବାଦୀ ମୃତ

maoist killed

Advertisment

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଡୁଡୁକାମାଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ। ଏଥିରେ ୨ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି।  ମୃତକଙ୍କ ମଧ୍ୟରେ  କ୍ୟାଡର ମାଓବାଦୀ ସଞ୍ଜୀବ ଥିବା କୁହାଯାଉଛି।  ତାଙ୍କ ନାଁରେ ୨୫ରୁ ଅଧିକ ମାମଲା ଥିବା କୁହାଯାଉଛି।

Advertisment

ସୂଚନା ଅନୁସାରେ ଡ଼ୁଡ଼ୁକାମାଲ ଜଙ୍ଗଲରେ ମାଓବାଦୀ ଥିବା ଖବର ପାଇବା ପରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।  ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଗୋଟିଏ AK ୪୭ ଏବଂ ଗୋଟିଏ ଇନ୍‌ସାସ ରାଇଫଲ ଜବତ କରିଛି ପୋଲିସ।

Maoists Killed Encounter Maoists
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ