Advertisment

ବିଭିନ୍ନ ଦଳିତ ସଂଗଠନ ତରଫରୁ ଭାରତ ବନ୍ଦ ଡାକରା

ଭୁବନେଶ୍ୱର: ଏସ୍‌ସି/ଏସ୍‌ଟି ଅତ୍ୟାଚାର ନିରୋଧ ଆଇନ ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପ୍ରତିବାଦରେ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ ଜଣାଇ ଓଡିଶା ଦଳିତ ସମାଜ କଲ୍ୟାଣ ପରିଷଦ ତରଫରୁ ବନ୍ଦ ଡାକରା ଦିଆଯିବା ସହ ଆଦିବାସୀ ମୂଳ ନିବାସୀ ଅଧିକାର ସୁରକ୍ଷା ମଞ୍ଚ, ଆଦିବାସୀ ମୂଳବାସୀ ବଞ୍ଚାଅ ମଞ୍ଚ ଏବଂ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ତରଫରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି। ରାଉରକେଲା, ବୀରମିତ୍ରପୁର, ମାଲକାନଗିରି ଓ ବଲାଙ୍ଗିରରେ ବସ୍‌ ଚଳାଚଳ ବନ୍ଦ […]

ବିଭିନ୍ନ ଦଳିତ ସଂଗଠନ ତରଫରୁ ଭାରତ ବନ୍ଦ ଡାକରା

bharat bandh

Advertisment

ଭୁବନେଶ୍ୱର: ଏସ୍‌ସି/ଏସ୍‌ଟି ଅତ୍ୟାଚାର ନିରୋଧ ଆଇନ ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପ୍ରତିବାଦରେ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି।

Advertisment

ଏହାକୁ ସମର୍ଥନ ଜଣାଇ ଓଡିଶା ଦଳିତ ସମାଜ କଲ୍ୟାଣ ପରିଷଦ ତରଫରୁ ବନ୍ଦ ଡାକରା ଦିଆଯିବା ସହ ଆଦିବାସୀ ମୂଳ ନିବାସୀ ଅଧିକାର ସୁରକ୍ଷା ମଞ୍ଚ, ଆଦିବାସୀ ମୂଳବାସୀ ବଞ୍ଚାଅ ମଞ୍ଚ ଏବଂ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ତରଫରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି।

ରାଉରକେଲା, ବୀରମିତ୍ରପୁର, ମାଲକାନଗିରି ଓ ବଲାଙ୍ଗିରରେ ବସ୍‌ ଚଳାଚଳ ବନ୍ଦ ରହିଛି। ଏପଟେ ମାଲକାନଗିରିରେ ବନ୍ଦ ଡାକରା ଯୋଗୁ ଦୋକାନ, ବଜାର ମଧ୍ୟ ରହିଛି।

Advertisment

ରାଜ୍ୟର ବିଭିନ୍ନ ସ୍ଥାନରେ ଦଳିତ ସଂଗଠନ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ସମ୍ବଲପୁର, ରାଉରକେଲାରେ ରେଳରୋକ କରାଯାଇଛି।  ସେହିପରି ବଲାଙ୍ଗିରରେ ମଧ୍ୟ ବନ୍ଦ ପାଳନ କରାଯାଉଛି।

Sambalpur Dalit Organisations Supreme Court Rail Roko SC/ST Act Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ