Advertisment

ଏକ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ରାଉରକେଲା: ରାଉରକେଲା ଲିଗାଲ୍‌ ମେଟ୍ରୋଲୋଜି ବିଭାଗର ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ବିଦ୍ୟାଧର ବିଶ୍ୱାଳଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲିଠୁ ଜାରି ରହିଥିବା ଭିଜିଲାନ୍ସ ରେଡ଼୍‌ରୁ ଏହି ତଥ୍ୟ ଆଜି ସାମ୍ନାକୁ ଆସିଛି।ଗତକାଲି ରାଉରକେଲା ସ୍ଥିତ ତାଙ୍କ କାର୍ଯ୍ୟାଳୟ, ସରକାରୀ ବାସଭବନ ସମେତ ଭୁବନେଶ୍ୱର ବାସଭବନରେ ଭିଜିଲାନ୍ସ ଅଧିକାରୀ ଚଢ଼ାଉ କରିଥିଲେ । ଆଉ ୧ କୋଟି ୨୩ ଲକ୍ଷ ୪୨ ହଜାର ଟଙ୍କାର ସମ୍ପତ୍ତି ଠାବ କରିଛନ୍ତି […]

ଏକ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କଲା ଭିଜିଲାନ୍ସ

rourkela

Advertisment

ରାଉରକେଲା: ରାଉରକେଲା ଲିଗାଲ୍‌ ମେଟ୍ରୋଲୋଜି ବିଭାଗର ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ବିଦ୍ୟାଧର ବିଶ୍ୱାଳଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ।

Advertisment

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲିଠୁ ଜାରି ରହିଥିବା ଭିଜିଲାନ୍ସ ରେଡ଼୍‌ରୁ ଏହି ତଥ୍ୟ ଆଜି ସାମ୍ନାକୁ ଆସିଛି।ଗତକାଲି ରାଉରକେଲା ସ୍ଥିତ ତାଙ୍କ କାର୍ଯ୍ୟାଳୟ, ସରକାରୀ ବାସଭବନ ସମେତ ଭୁବନେଶ୍ୱର ବାସଭବନରେ ଭିଜିଲାନ୍ସ ଅଧିକାରୀ ଚଢ଼ାଉ କରିଥିଲେ । ଆଉ ୧ କୋଟି ୨୩ ଲକ୍ଷ ୪୨ ହଜାର ଟଙ୍କାର ସମ୍ପତ୍ତି ଠାବ କରିଛନ୍ତି ଭିଜିଲାନ୍ସ ଅଧିକାରୀ।

ବିଦ୍ୟାଧର ଏବଂ ତାଙ୍କ ସମ୍ପର୍କୀୟଙ୍କ ନାଁରେ ୧୮ ଲକ୍ଷ ୭୬ ହଜାର ଟଙ୍କା ମୂଲ୍ୟର ୬ଟି ପ୍ଲଟ ଥିବାବେଳେ ୫୫ ଲକ୍ଷ ଟଙ୍କାର ଘର, ୧୩ ଲକ୍ଷ ଟଙ୍କାର କାର୍, ୧୦ ଲକ୍ଷ ଟଙ୍କାର ଜମାରାଶି, ବ୍ୟାଙ୍କ ଖାତାରେ ଥିବା ୧ ଲକ୍ଷ ୩୭ ହଜାର ଟଙ୍କା ଏବଂ ୧୭ ଲକ୍ଷ ୫୯ ହଜାର ଟଙ୍କା ମୂଲ୍ୟର ସୁନା ଗହଣାକୁ ଭିଜିଲାନ୍ସ ଅଧିକାରୀ ଠାବ କରିଛନ୍ତି।

Advertisment
Rourkela Vigilance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ