Advertisment

ବୁର୍ଲା ଭିମ୍‌ସାରରେ ଦୁଇ ଅଧିକାରୀ ମୁହାଁମୁହିଁ

ବୁର୍ଲା: ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜରେ ପ୍ରଶାସନିକ ସ୍ତରରେ ଅଜବ ସ୍ଥିତି। ମୁହାଁମୁହିଁ ହୋଇଛନ୍ତି ନିର୍ଦ୍ଦେଶକ ଏବଂ ପ୍ରାଶାସନିକ  ଅଧିକରୀ। ଅଭ୍ୟାସଗତଭାବେ ବିଳମ୍ବରେ ଆସୁଥିବା ଅଭିଯୋଗରେ ପ୍ରାଶାସନିକ  ଅଧିକାରୀଙ୍କ ପ୍ରକୋଷ୍ଠରେ ତାଲା ପକାଇଛନ୍ତି ନିର୍ଦ୍ଦେଶକ। ଅଭିଯୋଗ ନେଇ ଓ.ଏ.ଏସ ସଂଘର ଦ୍ୱାରସ୍ଥ ହୋଇଛନ୍ତି ଅଧିକାରୀ। ସେପଟେ ନିର୍ଦ୍ଦେଶକ ତାଙ୍କ ବିରୋଧରେ ଆଣିଛନ୍ତି ପାଲଟା ଅଭିଯୋଗ।

ବୁର୍ଲା ଭିମ୍‌ସାରରେ ଦୁଇ ଅଧିକାରୀ ମୁହାଁମୁହିଁ

burla

Advertisment

ବୁର୍ଲା: ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜରେ ପ୍ରଶାସନିକ ସ୍ତରରେ ଅଜବ ସ୍ଥିତି। ମୁହାଁମୁହିଁ ହୋଇଛନ୍ତି ନିର୍ଦ୍ଦେଶକ ଏବଂ ପ୍ରାଶାସନିକ  ଅଧିକରୀ।

Advertisment

ଅଭ୍ୟାସଗତଭାବେ ବିଳମ୍ବରେ ଆସୁଥିବା ଅଭିଯୋଗରେ ପ୍ରାଶାସନିକ  ଅଧିକାରୀଙ୍କ ପ୍ରକୋଷ୍ଠରେ ତାଲା ପକାଇଛନ୍ତି ନିର୍ଦ୍ଦେଶକ। ଅଭିଯୋଗ ନେଇ ଓ.ଏ.ଏସ ସଂଘର ଦ୍ୱାରସ୍ଥ ହୋଇଛନ୍ତି ଅଧିକାରୀ।

ସେପଟେ ନିର୍ଦ୍ଦେଶକ ତାଙ୍କ ବିରୋଧରେ ଆଣିଛନ୍ତି ପାଲଟା ଅଭିଯୋଗ।

OAS Negligence Of Duty
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ