/odishatv-khabar/media/post_attachments/uploadimage/library/16_9/16_9_0/water-problem_1626500416.jpg)
water problem
ଅନୁଗୁଳ : ପାଣି ପାଇଁ ପୋଲିସ ସହ ଧସ୍ତାଧସ୍ତି। ଏପରିକି ପୋଲିସକୁ ଗାଳି ଗୁଳଜ କରିଛନ୍ତି ସ୍ଥାନୀୟଲୋକେ। ଆଜି ଏପରିକି କିଛି ପରିସ୍ଥିତି ସୃଷ୍ଟି ହୋଇଛି ଅନୁଗୁଳ ଗିରାଙ୍ଗ ପଞ୍ଚାୟତରେ।
Advertisment
ସ୍ଥାନୀୟ ଲୋକେ ପାଇପ୍ ଯୋଗେ ପାଣି ପାଇଁ ରାସ୍ତାରୋକ କରିଥିଲେ। ତେବେ ଏହାକୁ ହଟାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ। ଲୋକଙ୍କୁ ରାସ୍ତାରୋକରୁ ହଟାଇବା ପାଇଁ ପ୍ରୟାସ କରିଥିବା ବେଳେ ଆନ୍ଦୋଳନରତ ଲୋକ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)