Advertisment

ଅନୁଗୁଳରେ ପାଣି ସମସ୍ୟା

ଅନୁଗୁଳ : ପାଣି ପାଇଁ ପୋଲିସ ସହ ଧସ୍ତାଧସ୍ତି। ଏପରିକି ପୋଲିସକୁ ଗାଳି ଗୁଳଜ କରିଛନ୍ତି ସ୍ଥାନୀୟଲୋକେ। ଆଜି ଏପରିକି କିଛି ପରିସ୍ଥିତି ସୃଷ୍ଟି ହୋଇଛି ଅନୁଗୁଳ ଗିରାଙ୍ଗ ପଞ୍ଚାୟତରେ। ସ୍ଥାନୀୟ ଲୋକେ ପାଇପ୍ ଯୋଗେ ପାଣି ପାଇଁ ରାସ୍ତାରୋକ କରିଥିଲେ। ତେବେ ଏହାକୁ ହଟାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ। ଲୋକଙ୍କୁ ରାସ୍ତାରୋକରୁ ହଟାଇବା ପାଇଁ ପ୍ରୟାସ କରିଥିବା ବେଳେ ଆନ୍ଦୋଳନରତ ଲୋକ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।

ଅନୁଗୁଳରେ ପାଣି ସମସ୍ୟା

water problem

Advertisment

ଅନୁଗୁଳ ପାଣି ପାଇଁ ପୋଲିସ ସହ ଧସ୍ତାଧସ୍ତି। ଏପରିକି ପୋଲିସକୁ ଗାଳି ଗୁଳଜ କରିଛନ୍ତି ସ୍ଥାନୀୟଲୋକେ। ଆଜି ଏପରିକି କିଛି ପରିସ୍ଥିତି ସୃଷ୍ଟି ହୋଇଛି ଅନୁଗୁଳ ଗିରାଙ୍ଗ ପଞ୍ଚାୟତରେ।

Advertisment

ସ୍ଥାନୀୟ ଲୋକେ ପାଇପ୍ ଯୋଗେ ପାଣି ପାଇଁ ରାସ୍ତାରୋକ କରିଥିଲେ। ତେବେ ଏହାକୁ ହଟାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ। ଲୋକଙ୍କୁ ରାସ୍ତାରୋକରୁ ହଟାଇବା ପାଇଁ ପ୍ରୟାସ କରିଥିବା ବେଳେ ଆନ୍ଦୋଳନରତ ଲୋକ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।

Angul Protest Local People
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ