Advertisment

ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ

ସମ୍ବଲପୁର  : ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଡନସନାଡିହି ଗାଁରେ ଘଟିଛି ଏହି ଅଘଟଣ । ଗାଁରେ ଦୁଷ୍ମନ୍ତ ଖର୍ସେଲ୍ ମୋବାଇଲ ବ୍ୟାଟେରୀ କାଢ଼ି ଚାର୍ଜ କଲା ବେଳେ ବିସ୍ଫୋରଣ ହୋଇଥିଲା। ଫଳରେ ସେ ଗୁରୁତର ଅାହତ ହୋଇଛନ୍ତି। ତାଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି।

author-image
Otv Khabar Bureau
ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ

mobile-up

ସମ୍ବଲପୁର  : ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଡନସନାଡିହି ଗାଁରେ ଘଟିଛି ଏହି ଅଘଟଣ ।

Advertisment

ଗାଁରେ ଦୁଷ୍ମନ୍ତ ଖର୍ସେଲ୍ ମୋବାଇଲ ବ୍ୟାଟେରୀ କାଢ଼ି ଚାର୍ଜ କଲା ବେଳେ ବିସ୍ଫୋରଣ ହୋଇଥିଲା। ଫଳରେ ସେ ଗୁରୁତର ଅାହତ ହୋଇଛନ୍ତି। ତାଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି।

Advertisment
Advertisment