mobile-up
Advertisment
ସମ୍ବଲପୁର : ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଡନସନାଡିହି ଗାଁରେ ଘଟିଛି ଏହି ଅଘଟଣ ।
Advertisment
ଗାଁରେ ଦୁଷ୍ମନ୍ତ ଖର୍ସେଲ୍ ମୋବାଇଲ ବ୍ୟାଟେରୀ କାଢ଼ି ଚାର୍ଜ କଲା ବେଳେ ବିସ୍ଫୋରଣ ହୋଇଥିଲା। ଫଳରେ ସେ ଗୁରୁତର ଅାହତ ହୋଇଛନ୍ତି। ତାଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/mobile-up_1626760147.jpg)