ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/post_attachments/wp-content/uploads/2020/09/Capture-6-12.jpg)
/odishatv-khabar/media/post_attachments/wp-content/uploads/2020/09/Capture-7-9.jpg)
/odishatv-khabar/media/post_attachments/wp-content/uploads/2020/09/Capture-8-6.jpg)
/odishatv-khabar/media/post_attachments/wp-content/uploads/2020/09/Capture-୫.jpg)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)