Advertisment

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ପଢ଼ନ୍ତୁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ […]

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

publive-image

publive-image

publive-image

publive-image

ପଢ଼ନ୍ତୁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: