Advertisment

ଦିନକରେ ଓଡ଼ିଶାରେ ୧,୪୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୪୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ, ମୟୂରଭଞ୍ଜ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ, କଟକ, ମାଲକାନଗିରି, ବଲାଙ୍ଗିର,ପୁରୀ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ନୂଆ ୧,୪୯୪  ଆକ୍ରାନ୍ତଙ୍କ ମଧ୍ୟରୁ ୮୬୭  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୭ […]

ଅଦ୍ୟତନ ହୋଇଛି
ଦିନକରେ ଓଡ଼ିଶାରେ ୧,୪୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୫ ଆକ୍ରାନ୍ତଙ୍କ ମୃତ୍ୟୁ

covid19

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୪୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

Advertisment

ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ, ମୟୂରଭଞ୍ଜ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ, କଟକ, ମାଲକାନଗିରି, ବଲାଙ୍ଗିର,ପୁରୀ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଚିହ୍ନଟ ନୂଆ ୧,୪୯୪  ଆକ୍ରାନ୍ତଙ୍କ ମଧ୍ୟରୁ ୮୬୭  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୭ ରହିଛି। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଛି।

ସେହିପରି ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୩୯୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ