ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/post_attachments/wp-content/uploads/2020/09/Capture-3-4.jpg)
/odishatv-khabar/media/post_attachments/wp-content/uploads/2020/09/Capture-4-5.jpg)
/odishatv-khabar/media/post_attachments/wp-content/uploads/2020/09/Capture-5-8.jpg)
/odishatv-khabar/media/post_attachments/wp-content/uploads/2020/09/Capture-୭-3.jpg)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)