Advertisment

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୩୭ କରୋନା […]

ଅଦ୍ୟତନ ହୋଇଛି
Advertisment

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

publive-image

publive-image

publive-image

publive-image

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

Corona Deaths In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: