ଅଦ୍ୟତନ ହୋଇଛି
Advertisment
ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୨୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨, ଗଜପତି, ପୁରୀ, କୋରାପୁଟ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Advertisment