Advertisment

ଦିନକରେ ୨,୫୪୬ ଆକ୍ରାନ୍ତ‌ ଚିହ୍ନଟ, ଓଡ଼ିଶାରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଦିନକରେ ୨,୫୪୬ ଆକ୍ରାନ୍ତ‌ ଚିହ୍ନଟ, ଓଡ଼ିଶାରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

corona-test 11

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।

Advertisment
Advertisment
Advertisment