ଅଦ୍ୟତନ ହୋଇଛି
corona-test 11
Advertisment
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।
Advertisment