Advertisment

କାଲି ଓଡ଼ିଶା ଫେରିବେ ବିଜୟ ମହାନ୍ତି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଫେରିବେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜୟ ମହାନ୍ତିଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ ଅଣାଯିବ। ଗତ କିଛିଦିନ ହେଲା ଅସୁସ୍ଥ ହୋଇ ସେ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ତାଙ୍କୁ ଓଡ଼ିଶା ଫେରାଇ ଆଣି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯିବ। ସେଠାରେ ତାଙ୍କ ଚିକିତ୍ସା କରାଯିବ ବୋଲି ସୂଚନା ମିଳିଛି। […]

କାଲି ଓଡ଼ିଶା ଫେରିବେ ବିଜୟ ମହାନ୍ତି

bijay-mohanty

Advertisment

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଫେରିବେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜୟ ମହାନ୍ତିଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ ଅଣାଯିବ।

Advertisment

ଗତ କିଛିଦିନ ହେଲା ଅସୁସ୍ଥ ହୋଇ ସେ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ତାଙ୍କୁ ଓଡ଼ିଶା ଫେରାଇ ଆଣି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯିବ। ସେଠାରେ ତାଙ୍କ ଚିକିତ୍ସା କରାଯିବ ବୋଲି ସୂଚନା ମିଳିଛି। ବିଜୟ ମହାନ୍ତିଙ୍କୁ ଆଣିବାକୁ ଗତକାଲି ସନ୍ଧ୍ୟାରେ ଏକ ଆମ୍ବୁଲାନ୍ସ ଭୁବନେଶ୍ୱରରୁ ହାଇଦ୍ରାବାଦ ଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ବିଜୟ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରି ସମୁହ ଦୀପ ଦାନ ଓ ପୂଜାର୍ଚ୍ଚନା

Advertisment

ବିଜୟ ମହାନ୍ତିଙ୍କୁ ଓଡ଼ିଶା ଆଣିବାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଅଭିନେତା ଅଖିଳ ପଟ୍ଟନାୟକ ସହାୟତାର ହାତ ବଢାଇଥିଲେ।

Bijay Mohanty Odia Actor Bijay Mohanty Odia Actor
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ