ଅଦ୍ୟତନ ହୋଇଛି
Odisha Weather Update
Advertisment
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ରୁ ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି।
Advertisment
ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ୧୬ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ। ଏ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain_1625349108.jpg)