Advertisment

ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହେଲେ ୯୫

ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂରୁ ଗତକାଲି ୪୯ ଜଣ ଏବଂ ଆଜି ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳ(ସେକ୍ଟର-୧୬)ରେ ସଂକ୍ରମଣ ନ ବ୍ୟାପିବା […]

ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହେଲେ ୯୫

corona

Advertisment

ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Advertisment

ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂରୁ ଗତକାଲି ୪୯ ଜଣ ଏବଂ ଆଜି ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳ(ସେକ୍ଟର-୧୬)ରେ ସଂକ୍ରମଣ ନ ବ୍ୟାପିବା ପାଇଁ ସମସ୍ତ ପ୍ରକାରର ଉଦ୍ୟମ କରାଯାଉଛି। ତେଣୁ ସହରର ବାସନ୍ତୀ କଲୋନୀର କିଛି ଅଞ୍ଚଳ ସହ ସେକ୍ଟର-୫ ଅଞ୍ଚଳର ଗୋଲଘର ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ଏହାସହ ସୁପର୍‌ ସ୍ପ୍ରେଡରଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂ ଜାରି ରହିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

COVID-19 Super Spreader Odisha Corona Updates Today Covid 19 Super Spreader In Odisha Latest Corona Updates In Odisha Super Spreader In Odisha Super Spreader In Rourkela
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ