Advertisment

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ ଜଣଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଆଉ ଗୋଟିଏ ଲୋକାଲ କେସ୍। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୨୭ ବର୍ଷୀୟ ଯୁବକ ଏୟାରପୋର୍ଟ ପାଖ ଭୀମପୁର ଅଞ୍ଚଳର ହୋଇଥିବାବେଳେ ଅନ୍ୟ ଜଣେ ୩୬ ବର୍ଷୀୟ ଯୁବକ କଳିଙ୍ଗ ଷ୍ଟୁଡିଓ ପାଖ ଭରତପୁର ଅଞ୍ଚଳର।ଉଭୟଙ୍କର ଦିଲ୍ଲୀ […]

author-image
Rajalaxmi Sahoo
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩ କରୋନା ଆକ୍ରାନ୍ତ

EXjQ3H-WAAAniMw

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ ଜଣଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଆଉ ଗୋଟିଏ ଲୋକାଲ କେସ୍। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୨୭ ବର୍ଷୀୟ ଯୁବକ ଏୟାରପୋର୍ଟ ପାଖ ଭୀମପୁର ଅଞ୍ଚଳର ହୋଇଥିବାବେଳେ ଅନ୍ୟ ଜଣେ ୩୬ ବର୍ଷୀୟ ଯୁବକ କଳିଙ୍ଗ ଷ୍ଟୁଡିଓ ପାଖ ଭରତପୁର ଅଞ୍ଚଳର।ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି।

ସେହିପରି ଆଉ ଜଣେ ୪୮ ବର୍ଷୀୟ ବ୍ୟକ୍ତି ଡୁମୁଡୁମା ହାଉସିଂ ବୋର୍ଡ କଲୋନୀର। ସେ ଗଞ୍ଜାମରୁ ଫେରିଥିଲେ।

Advertisment

ଏଯାବତ୍ ଭୁବନେଶ୍ୱରରେ‌ ୧୦୬ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

publive-image

Corona Latest News Corona Cases In Odisha Corona Updates Odisha Corona Update Odisha Corona Cases In Bhubaneswar Latest Bhubaneswar News
Advertisment
Advertisment