Advertisment

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗାଁ ନିକଟ ଡହ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସୁଦାମ ପୋଲାଇ। ସୁଦାମଙ୍କ ଘର ସାନକୋଦଣ୍ଡା ଗାଁରେ ବୋଲି ଜଣାପଡ଼ିଛି। କେନାଲକୁ ଗାଧୋଇବାକୁ ଯାଇଥିବା ବେଳେ ଲୋକେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ଲାଗି ପଠାଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ଅତ୍ୟଧିକ ମଦ୍ୟପାନ କରି କେନାଲରେ […]

author-image
Jyotsnamayee Pradhan
କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

deadbody

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗାଁ ନିକଟ ଡହ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସୁଦାମ ପୋଲାଇ। ସୁଦାମଙ୍କ ଘର ସାନକୋଦଣ୍ଡା ଗାଁରେ ବୋଲି ଜଣାପଡ଼ିଛି।

Advertisment

କେନାଲକୁ ଗାଧୋଇବାକୁ ଯାଇଥିବା ବେଳେ ଲୋକେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ଲାଗି ପଠାଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ଅତ୍ୟଧିକ ମଦ୍ୟପାନ କରି କେନାଲରେ ପଡିଯିବା ଫଳରେ ଯୁବକଙ୍କ ମୃତ୍ୟୁ ହୋଇଥାଇ ପାରେ ବୋଲି ପୁଲିସ୍ ସନ୍ଦେହ କରୁଛି।

Advertisment
Advertisment