manoj-das
Advertisment
ରାଷ୍ଟ୍ରୀୟ ସମ୍ମାନ ସହ ହେବ ସାହିତ୍ୟ ଜଗତର ଅନ୍ୟତମ ଯୁଗପୁରୁଷ ମନୋଜ ଦାସଙ୍କ ଶେଷକୃତ୍ୟ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି । ଏହି ଶେଷକୃତ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେବେ ବୋଲି ସିଏମ୍ଓ ଟ୍ୱିଟ କରିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/manoj-das_1626177460.jpg)