ମୋହନ ସରକାରର ୧୦୦ ଦିନ ପୂର୍ତ୍ତି ଅବସରରେ ଆଜି ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପରେ ଆସନ୍ତାକାଲିଠୁ ଜିଲ୍ଲାସ୍ତରରେ ମଧ୍ୟ ଦଳ ଏହି ଉତ୍ସବ ପାଳନ କରିବ।
ଅପରପକ୍ଷେ ଗତକାଲି ନିର୍ଦ୍ଦେଶ ପରେ ଆଜି ତଳ କୋର୍ଟଙ୍କ ସର୍ତ୍ତରେ ତାଙ୍କୁ ଜାମିନ ମିଳିଛି।
ଉପାନ୍ତ ମାଲକାନଗିରିରୁ କଟକ SCB ଓ କ୍ୟାପିଟାଲ୍ ହସପିଟାଲରେ ସ୍ଥିତି ପରଖିଛନ୍ତି ଆମ ପ୍ରତିନିଧି।
ବଢ଼ିପାଣିରେ ଅଧିକାଂଶ ନଳକୂଅ ବୁଡ଼ିଯାଇଥିବାରୁ, ଜଳ ଘେରରେ ଥାଇବି ଦେଖାଦେଇଛି ଜଳ ସଂକଟ।
ଭୋକ ବିକଳରେ ହାତୀ ମାଂସ ଖାଇବ ଜିମ୍ବାୱେ । ଜଙ୍ଗଲରୁ ୨ଶହଟି ହାତୀ ଶିକାର କରି ସେମାନଙ୍କ ମାଂସକୁ କ୍ଷୁଧାର୍ଥଙ୍କ ମଧ୍ୟରେ ବାଣ୍ଟିବ । ବିଭିନ୍ନ ଦକ୍ଷିଣ ଆଫ୍ରିକୀୟ ଦେଶରେ ମରୁଡ଼ି ଓ ଖାଦ୍ୟାଭାବ ଗମ୍ଭୀର ରୂପ ଧାରଣ କରିଥିବା ବେଳେ, ପୂର୍ବରୁ ନାମ୍ବିଆ ବି ୭ଶହରୁ ଅଧିକ ବନ୍ୟଜନ୍ତୁ ମାରି ଖାଇବାକୁ ନିଷ୍ପତ୍ତି ନେଇଛି ।..
ବାଲେଶ୍ବର ବନ୍ୟାସ୍ଥିତି ଗମ୍ଭୀର। ପାଣି ଘେରରେ ବାଲିଆପାଳ, ଭୋଗରାଇ, ବସ୍ତା, ଜଳେଶ୍ବର ଓ ସଦର ବ୍ଲକର ଶହ ଶହ ଗାଁ, ଲୋକଙ୍କ ଜୀବନ ଦୁର୍ବିଃସହ ହୋଇ ପଡିଛି। ପୂର୍ଣ୍ଣମୀ ପାଇଁ ପାଣି ଛାଡୁନଥିବାରୁ ବଢ଼ିଛି ବିପନ୍ନଙ୍କ ସମସ୍ୟା।
ଦେଶରେ ଦୁଇଟି ପର୍ଯ୍ୟାୟରେ ହେଉ ନିର୍ବାଚନ। ପ୍ରଥମେ ଏକକାଳୀନ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ତାର ଶହେ ଦିନ ଭିତରେ ସମସ୍ତ ପୌରାଞ୍ଚଳ ଏବଂ ପଂଚାୟତ ନିର୍ବାଚନ କରାଯାଉ।
ମୋବାଇଲ ନେଟୱର୍କ ସମସ୍ୟା ଯୋଗୁଁ ଉପାନ୍ତ ଅଞ୍ଚଳର ବହୁ ମହିଳା ଏବେବି ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଆବେଦନ କେନ୍ଦ୍ରରେ ଅପେକ୍ଷା କରୁଛନ୍ତି ।
ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା।
କ୍ରଶର ବନ୍ଦ ଯୋଗୁଁ ଟ୍ରାକ୍ଟର ପଡ଼ିପଡ଼ି କଳଙ୍କି ଲାଗିଗଲାଣି।
ହିତାଧିକାରୀଙ୍କ ମୁହଁରେ ହସ ଫୁଟିଲା । କିଏ ମୋଦିଙ୍କ ସଭାକୁ ଆସି ଟଙ୍କା ପାଇଛି ତ କିଏ ନିଜ ଘରେ ଥାଇ।
ପ୍ରଧାନମନ୍ତ୍ରୀଙ୍କୁ ଗାଁରେ ପାଇ ଗ୍ରାମବାସୀଙ୍କ ଖୁସି କହିଲେ ନସରେ ।
ସମଗ୍ର ଘଟଣା ନେଇ ଭରତପୁର ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି ।
ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ମୋଦିଙ୍କ ପାଇଁ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା, ନୂଆ ରୂପ ଦିଆଯାଉଛି ଗାଁର ଭାଗବତ ଟୁଙ୍ଗୀ ଘର । ତା ସହ ହିତାଧିକାରୀଙ୍କ ଘର ଆଗରେ ଲେଖା ଚାଲିଛି ଆବାସ ସମ୍ବନ୍ଧୀୟ ବିବରଣୀ ।
ଅବକାରୀ ବିଭାଗ ଜବତ୍ କରିଥିବା ପ୍ରାୟ ୫୦ ଲକ୍ଷ ଟଙ୍କାର ନକଲି ମଦରେ ବୁଲଡୋଜର ଚଢ଼ାଇ ଥିଲା ବେଳେ, ଖୋଦ୍ କ୍ୟାପିଟାଲ ସିଟିରେ ନକଲି ମଦ, ସମସ୍ତଙ୍କ ହୋସ୍ ଉଡ଼ାଇ ଦେଇଛି।
ବିଲ୍ ପାଇଁ ମହାଭାରତ! ସରଗରମ ପାରାଦୀପ ରାଜନୀତି।
କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଆଜି ଏଭଳି ସୂଚନା ଦେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
କର୍କଟ ଆକ୍ରାନ୍ତ ଟିକି ପିଲାଙ୍କ ମୁହଁରେ ହସ ଫୁଟାଇବାକୁ ଏବଂ ବ୍ୟୟବହୁଳ ଚିକିତ୍ସା ପାଇଁ ଅଭିଭାବକଙ୍କ ଆନୁସଙ୍ଗିକ ଖର୍ଚ୍ଚ ମୁଣ୍ଡାଇବାକୁ ଏହି ସଂଗଠନ ଆଗେଇ ଆସେ।
ବିପଦ ସମୟରେ ହାତ ଛାଡିଦେଲା ଅମାନୁଷିକ ସ୍ୱାମୀ। ଯାହା ହାତ ଧରି ସାତଜନ୍ମ ପାଇଁ ଚାଲିବାର ଶପଥ ନେଇଥିଲା, ତାକୁ ଆଜି ରୋଗଗ୍ରସ୍ତ ଅବସ୍ଥାରେ ଏକୁଟିଆ ଛାଡିଗଲା। ଟଙ୍କା ଆଣିବ ବୋଲି କହି ଯାଇଛି ଯେ ଯାଇଛି, ମାସେ ହୋଇଗଲାଣି ।
ଦଇବ ଦାଉ ସାଧିଛି। ୯ବର୍ଷର କୁନିଝିଅର ଗୋଟିଏ ମାତ୍ର ସାହା ଭରସା, ତା ମାଆ ଆଜି ମୃତ୍ୟୁ ସହ ସଂଗ୍ରାମ କରୁଛି। ଆଉ ମାଆକୁ ବଞ୍ଚାଇ ରଖିବା ପାଇଁ ପାଠ ପଢା ଛାଡ଼ିଦେଇଛି ଏହି କୁନିଝିଅ।
କୋଟିପତି କରାଇଛି ଧଳା ଘୁଷୁରୀ ଚାଷ। ନିଜେ ସ୍ୱାବଲମ୍ୱୀ ହେବା ସହ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି ମହିଳା ଚାଷୀ। ଦେଖନ୍ତୁ ଏହି ରିପୋର୍ଟ ।
ମାସକ ତଳେ ଯେଉଁ ଆଳୁ ପାଇଁ ରାଜ୍ୟବ୍ୟାପି ହଲାପଟା ହେଲା, ସେହି ଆଳୁର ଦାମ୍ ଏବେ ବି ଖସୁନି । ବିବାଦ ତୁଟିବା ପରେ ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ଆସି ଓଡ଼ିଶା ମାର୍କେଟରେ ମହଜୁଦ୍ ରହିଛି । ମନ୍ତ୍ରୀ ବି କହୁଛନ୍ତି କିଲୋ ପିଛା ୧୫-୨୦ ଟଙ୍କାରେ ମିଳୁଛି । କିନ୍ତୁ ବାସ୍ତବଚିତ୍ର ପୁରା ଓଲଟା । ରାଜଧାନୀରୁ ରାଜ୍ୟବ୍ୟାପି ଆଳୁ କିଲୋ ୩୦-୩୫କୁ ଖସୁନି । ଖାଲି ଆଳୁ ନୁହଁ, ପିଆଜ, ଅଦା, ରସୁଣ ସହ ଖାଇବା ତେଲରେ ଦରବୃଦ୍ଧିର ନିଆଁ ଲାଗିଛି ଓଡ଼ିଶାର ହାଟ ବଜାରରେ ।...
ଜେଲରୁ ବେଲରେ ଆସିବା ପରେ କେଜ୍ରିୱାଲଙ୍କ ବଡ଼ ଘୋଷଣା । ଦୁଇ ଦିନ ଭିତରେ ଛାଡ଼ିବି ମୁଖ୍ୟମନ୍ତ୍ରୀ ପଦ । ୪୮ ଘଣ୍ଟା ଭିତରେ ଇସ୍ତଫା ଦେବାକୁ ଘୋଷଣା କରିବା ସହ ଆସନ୍ତା ନଭେମ୍ବରରେ ମହାରାଷ୍ଟ୍ର ସହ ଏକାଠି ଦିଲ୍ଲୀ ବିଧାନସଭା ନିର୍ବାଚନ କରିବାକୁ ଦାବି କରିଛନ୍ତି । ତେବେ କେଜରିୱାଲଙ୍କ ଏହି ଘୋଷଣାକୁ ପିଆର୍ ଷ୍ଟଣ୍ଟ ବୋଲି କହିଛି ବିଜେପି । ଦଳ କହିଛି, ସୁପ୍ରିମକୋର୍ଟଙ୍କ କଡ଼ା ସର୍ତ୍ତମୂଳକ ଜାମିନ ପରେ କେଜରିୱାଲଙ୍କ ନିକଟରେ ଇସ୍ତଫା ଛଡ଼ା ଆଉ କିଛି ବିକଳ୍ପ ହିଁ ନଥିଲା ।...
ଓଡ଼ିଶାକୁ ମୋଦି ସରକାରଙ୍କ ଆଉ ଏକ ବଡ଼ ଭେଟି । ଆଜିଠୁ ଗଡ଼ିଲାବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏ ଦୁଇ ଟ୍ରେନ୍ ସହ ମୋଟ୍ ୬ଟି ନୂଆ ବନ୍ଦେ ଭାରତର ଆଜି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଆଗାମୀ ଦିନରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟ ଏବଂ ସବ୍ ଡିଭିଜନ୍ କୁ ବି ରେଳ ସଂଯୋଗ ହେବ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।