ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି।
ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।
ଉତ୍କଳ ବିଶ୍ୱବିଦ୍ୟାଳୟ ସଂସ୍କୃତ ବିଭାଗ କୋଠାରେ ଅଗ୍ନିକାଣ୍ଡ। ଖବର ପାଇବା ପରେ ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି
ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି।
ଦିନେ ଦିନ ମଜୁରିଆ ଥିଲେ, ଏବେ ୟୁଟ୍ୟୁବ୍ ସାହାଯ୍ୟରେ ୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ବାସୀ ପଖାଳ ଓ ପିଆଜର ଭିଡ଼ିଓ କରି ରୋଜଗାର କରୁଛନ୍ତି ଲକ୍ଷଲକ୍ଷ ଟଙ୍କା, ଦେଖନ୍ତୁ ଏହି ଭିଡ଼ିଓ