ଭୁବନେଶ୍ୱର : ବନ୍ୟା, ବାତ୍ୟା ଓ ସୁନାମି ଭଳି ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ ଲୋକଙ୍କୁ ମିଳିବ ଅାଗୁଅା ସୂଚନା। ଏଥିପାଇଁ ରାଜ୍ୟରେ ଅାରମ୍ଭ ହୋଇଛି ବିପର୍ଯ୍ୟୟ ପ୍ରାକ୍ ସୂଚନା ବିତରଣ କେନ୍ଦ୍ର ବା EWDS। ଭୁବନେଶ୍ୱର ରବୀନ୍ଦ୍ରମଣ୍ଡପରେ ଅାୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାକୁ ଉଦଘାଟନ କରିଛନ୍ତି। ଏହି ବ୍ୟବସ୍ଥାରେ ରାଜ୍ୟର ଦୀର୍ଘ ୪୮୦ କିଲୋମିଟର ସମୁଦ୍ର ଉପକୂଳିଅା ଅଞ୍ଚଳରେ ପ୍ରତିଷ୍ଠା କରାଯାଇଛି ୧୨୨ଟି […]