୨୦୧୯ ତୁଳନାରେ ବିଜେଡି ପାଖାପାଖି ୫ ପ୍ରତିଶତ, ବିଜେପି ପ୍ରାୟ ୩ ପ୍ରତିଶତ ଭୋଟ୍ ଅଧିକ ପାଇଛି। ଆଉ କଂଗ୍ରେସ୍ ହରାଇଛି ପ୍ରାୟ ୮ ପ୍ରତିଶତ ଭୋଟ୍ ।
ମାଆ, ଏକ ଅନାବିଳ ଶବ୍ଦ । ଯେଉଁ ଶବ୍ଦ ଉଚ୍ଚାରଣ କରିବା ମାତ୍ରେ ଝରି ଆସେ ସ୍ନେହ । ଦିନେ ଯିଏ ପିଲାର ହାତ ଧରି ଦୁନିଆ ଦେଖାଇଥିଲା, ଆଜି ସେହି ପିଲାର ଯନ୍ତ୍ରଣା ଦେଖି ଜୀବନକୁ ଜଳାଞ୍ଜଳି ଦେବାକୁ ବି ପଛାଇ ନାହିଁ ।
ହଜାରେ କି ୨ ହଜାର ନୁହେଁ...ହନୁମାନ ମନ୍ଦିର ନାଁରେ ୧ ଲକ୍ଷ ଲୁଟ୍ । ବିଧାୟକ ହାତପାଣ୍ଠିରେ ମନ୍ଦିର ତିଆରି ହୋଇଛି ବୋଲି କହିଲେ...ଆରଟିଆରୁ ତଥ୍ୟ ମିଳିବା ପରେ ଗାଁ ଲୋକେ ତାତିଲେ
୩ ପିଲା ଜନ୍ମ କରିଥିଲା । ଭାବିଥିଲା ପରିଣତ ବୟସରେ ଏଇ ପିଲାଙ୍କ ପାଖରେ ରହିବ, ସେବ ଶୂଶ୍ରୁଷା ପାଇବ । ହେଲେ ସବୁ ସ୍ୱପ୍ନ ସ୍ୱପ୍ନରେ ରହିଗଲା । ବୁଢୀ ବୟସରେ ଆଶ୍ରମରେ ରହି ପିଲାଙ୍କୁ ଝୁରୁଛି ଏଇ ମାଆ
ବାଃ ବାଃରେ ପ୍ରଶାସନ । ଦିନେ ଯୋଉ ପିଆଜକୁ ୪ ଟଙ୍କାରେ ବିକ୍ରି କରିଥିଲେ, ତାକୁ ପୁଣି ୪୦ ଟଙ୍କାରେ କିଣୁଛନ୍ତି ଚାଷୀ । ବାରମ୍ବାର ଶୀତଳଭଣ୍ଡାର ପାଇଁ କହୁଥିଲେ ବି କେହି ଶୁଣୁନାହାନ୍ତି
ଭଦ୍ରକ ତିହିଡି ଅଞ୍ଚଳର ବଂଶୀଧର ରାଉତଙ୍କ ଆଖିକୁ ଭଲ ଭାବେ ଦେଖାଯାଉନଥିଲା । ତେଣୁ ଭଦ୍ରକ ବାଇପାସ୍ ରୋଡ୍ରେ ଥିବା ରଘବାନନ୍ଦ ଆଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଇଥିଲେ । ମେଡିକାଲର ଡ଼ାକ୍ତର ସନ୍ତୋଷ ସିଂ ତାଙ୍କର ଆଖି ପରୀକ୍ଷା କରିଥିଲେ । ଯାଞ୍ଚ ପରେ ବଂଶୀଧରଙ୍କ ବାମ ଆଖିରେ ମୋତିଆବିନ୍ଦୁ ହୋଇଥିବା ଡାକ୍ତର କହିବା ସହ ଅପରେସନ୍ କରିବାକୁ ପରାମର୍ଶ ଦେଇଥିଲେ ପରେ ଅପରେସନ୍ ବି ହୋଇଥିଲା ।
ଏଇ ମେଡିକାଲକୁ ଯିଏ ଆସିବ, ସିଏ ହଇରାଣ ହେବା ସୁନିଶ୍ଚିତ । ଯନ୍ତ୍ରପାତି ନାହିଁ କି ଡାକ୍ତର ନାହାନ୍ତି...ଗୋଟିଏ ଘରେ ସବୁ ଚାଲିଛି
ବାବୁ ମୋର କେହି ନାହାନ୍ତି । ୮୦ ବର୍ଷ ହେଲାଣି କିନ୍ତୁ ମୁଁ କାମ କରୁଛି...ନିଜେ ନଖଟିଲେ ଖାଇବି କଣ?
ପକ୍ଷୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ରାସ୍ତା କଡ ଗଛରେ ଲାଗିଛି ପ୍ଲାଷ୍ଟିକ୍ ଜାଗା...ଭରାଯାଉଛି ପାଣି, ପିଉଛନ୍ତି ପକ୍ଷୀ
ଧନରେ ମୁଁ ଅଛି, ତୋର କିଛି ହେବନି । ଜନ୍ମ କରିଥିଲା, ଏବେ କିଡନୀ ଦେଇ ନୂଆ ଜୀବନ ଦେଲା । ସତରେ...ମାଆ ପରି କିଏ ହେବ?
ଭେଣ୍ଡିଆ ପୁଅକୁ ଜେଜେ ମାଆ ପାଖରେ ଛାଡି ଦେଇ ଆଖି ବୁଜିଲା ବୋହୂ । ଯିଏ ଦିନେ ଜେଜେ ମାଆ ହୋଇଥିଲେ, ଆଜି ସିଏ ମାଆ ହେଲେ । ଦିବ୍ୟାଙ୍ଗ ନାତି ଟୋକାର ଏମିତି ଯତ୍ନ ନେଉଛନ୍ତି ନଦେଖିଲେ ବିଶ୍ବାସ ହେବନି
ରାଜଧାନୀ ଛାତି ଉପରେ, ଦିନ ଦ୍ୱିପ୍ରହରେ, ଖୁଲମଖୁଲା ବେଧଡକ । ଜଣେ ଯୁବକଙ୍କ କଲର୍ ଧରି ଟଣା ଓଟରା କରୁଛନ୍ତି ଦୁଇ ଯୁବତୀ । ଲୋକବାକ ଯାଆସ କରୁଛନ୍ତି, ଗାଡିମଟର ଯିବା ଆସିବା କରୁଛି ।
୨୪ ପାଇଁ କି ସଂକେତ ଦେଲା ଝାରସୁଗୁଡ଼ା ଫଳ । ୧୯ ଅପେକ୍ଷା ବିଜେଡିକୁ ୫ ଓ ବିଜେପି ପାଖକୁ ଗଲା ୩ ପ୍ରତିଶତରୁ ଅଧିକ ଭୋଟ୍, କଂଗ୍ରେସରୁ ଖସିଗଲା ୮ ପ୍ରତିଶତ । ନବ ଶକ୍ତି ଓ ନବୀନ ପ୍ରଚାରରେ ବାଜି ମାରିଲା ଶଙ୍ଖଦଳ, ଦୁର୍ବଳ ସଂଗଠନ ପାଇଁ ଘାଟା ଖାଇଲେ ପଦ୍ମ-ହାତ
ଝାରସୁଗୁଡ଼ାରେ ବିଜେଡିର ବଡ଼ ବିଜୟ । ନବଙ୍କ ଗଡ଼ରେ ପୁଣି ଶଙ୍ଖନାଦ । ଉତ୍ସବମୁଖର ବିଜେଡି କ୍ୟାଂପ୍ । ଖୁସିରେ ଝୁମୁଛନ୍ତି ନେତା ଓ କର୍ମୀ । ଭୋଟ୍ ଗଣତିର ପ୍ରଥମ ରାଉଣ୍ଡରୁ ହିଁ ବିଜେଡିକୁ ମିଳିସାରିଥିଲା ବୃହତ ବିଜୟର ବାସ୍ନା ।
ମ୍ୟାଟ୍ରିମୋନିରୁ ପରିଚୟ ହେବା ପରେ ଗତ ଅକଟୋବର ୨୩ରେ ହରିହରଙ୍କ ସହ ହୋଇଥିଲା ନିର୍ବନ୍ଧ। ପରେ ଫେବ୍ରୁୟାରୀ ୯ରେ ବୈଦିକ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା କିନ୍ତୁ ପରେ ସବୁ କିଛି ବଦଳିଗଲା।
ପିଆଜ, କେବେ ଖାଉଟୀଙ୍କୁ କନ୍ଦାଏ ତ ଆଉ କେବେ ଚାଷୀଙ୍କୁ । ବଜାର ବ୍ୟବସ୍ଥା ଏବଂ ସଂରକ୍ଷଣ ସୁବିଧା ଅଭାବରୁ ହାଣ୍ଡିଶାଳର ଅତି ଦରକାରୀ ପରିବା ଯେ ହୀନ ଦରରେ ବିକ୍ରି ହେବ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି ।
୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଦଳିବ ମନ୍ତ୍ରିମଣ୍ଡଳ ରୂପରେଖ କେଉଁ ନୂଆ ମୁହଁଙ୍କୁ ମିଳିବ ଚାନ୍ସ ? ବରିଷ୍ଠ ନା ଯୁବ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ ଦେବେ ଦାୟିତ୍ୱ ? ମହିଳା ଭୋଟ୍ ବ୍ୟାଙ୍କ ପାଇଁ ମହିଳା କାର୍ଡ ଖେଳିବେ କି ନବୀନ ?
ବେଙ୍ଗାଳୁରୁର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରୁ ନୂଆଦିଲ୍ଲୀର ଏଆଇସିସି କାର୍ଯ୍ୟାଳୟ, ଭୁବନେଶ୍ୱରରୁ ଗୌହ୍ୱାଟି, ରାୟପୁରରୁ ଥିରୁବନନ୍ତପୁରମ ସବୁଠି ସେଲିବ୍ରେସନ୍ ମାହୋଲ ।
ସୁଧୁରିବେନି ପାପା କି ପରୀ… ବିଚ୍ ରାସ୍ତାରେ ମହନ୍ତଙ୍କୁ ଧକ୍କା ଦେଲା, ଡରିଯାଇ ହାତୀ ଦଉଡିଲା । ଭାଇରାଲ ହେଉଛି ଭିଡିଓ
ଚେଇଁ ଶୋଇଛି ପ୍ରଶାସନ । ଶୌଚାଳୟ ହେଲା କିନ୍ତୁ ତାଲା ଖୋଲିଲାନି...କଲର ମାରିବା ପରେ ବି କାମ ଦେଲାନି । ବିରକ୍ତ ହେଲେ ଲୋକେ...ଶୌଚାଳୟ ସାମ୍ନାରେ କଲେ ମଳତ୍ୟାଗ
ଗାଁରେ ବ୍ୟାପିଥିଲା ହଇଜା । ଭେଣ୍ଡା ପିଲାଙ୍କର ଗଡୁଥିଲା ମଣ୍ଡା...ମାଆଙ୍କ ପାଖରେ ଅଧିଆ ପଡିଲେ ଗାଁ ଲୋକେ । ଭେଣ୍ଡା ବଦଳରେ ଦିଆଗଲା ମଣ୍ଡା । ୨୦୦ ବର୍ଷ ହେଲାଣି ଏମିତି ଲାଗୁଛି ଭୋଗ
ନିଜେ ଯୁକ୍ତ ୩ରେ ପାଠ ପଢୁଛନ୍ତି , ହେଲେ ବସ୍ତି ପିଲାଙ୍କୁ ମାଗଣାରେ ପାଠ ପଢାଇବାକୁ ନେଇଛନ୍ତି ଶପଥ । ୫୦ ପିଲାଙ୍କୁ ପଢେଇବା ସହିତ ଘର ପାଖରେ ଥିବା ଦୋକାନରେ ବସି କରୁଛନ୍ତି ବିକ୍ରି । ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ
ନବୀନ ନିବାସରେ ନୀତୀଶଙ୍କ ସହ ଭେଟଘାଟ୍..ଦିନକ ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ । ପରସ୍ପର ବିରୋଧୀ ଦୁଇ ତୁଙ୍ଗ ନେତାଙ୍କ ସହ ଦୁଇ ଦିନରେ ବିଜେଡି ମୁଖିଆ ତଥା ମୁଖ୍ୟମନ୍ତ୍ରୀଙ୍କ ଏ ଦୁଇ ମୁଲାକାତକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ।
ପୁଣି ବିଜୁଳି ତାର ନେଲା ଗଜରାଜଙ୍କ ଜୀବନ । ଏଥର ଗୋଟେ କି ଦୁଇଟି ନୁହେଁ, ଏକାବେଳକେ ଚାରି ଚାରିଟି ହାତୀ । ଓଡ଼ିଶାର ରାୟଗଡ଼ା ଅଞ୍ଚଳରୁ ଖାଦ୍ୟ ସଂଗ୍ରହରେ ଆନ୍ଧ୍ର ସୀମାକୁ ଚାଲିଯାଇଥିବା ୬ଟିକିଆ ହାତୀ ପଲ ମଧ୍ୟରୁ ଗତ ବିଳମ୍ବିତ ରାତିରେ ଆନ୍ଧ୍ର ବିଜୟନଗର କାଟ୍ରାଗଡ଼ ଗାଁରେ ୪ଟି ହାତୀଙ୍କ ଜୀବନ ଯାଇଛି ।
କମିଲା ପାସ୍ ହାର । ବାଜି ମାରିଲେ ଛାତ୍ରୀ । ଆଜି CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବାରୁ ସ୍କୁଲ ଗୁଡ଼ିକରେ ଉତ୍ସବର ମାହୋଲ ।