ଝାଟିମାଟି କୁଡ଼ିଆ ଘର। ପବନ ଆଇଲେ ଦୋହଲୁଛି। ଘର ଖଣ୍ଡିଏ ପାଇଁ ବ୍ଲକ୍ ପ୍ରଶାସନ ପାଖକୁ ଦୌଡ଼ି ଦୌଡ଼ି ଗୋଡ଼ ଛିଡ଼ିପଡ଼ିଲାଣି କିନ୍ତୁ କେହି ଦୁଃଖ ଶୁଣୁନାହାନ୍ତି। ବିପଦ ଥିବା ଜାଣିବା ପରେ ବି ଏମିତି ପାଲ ଘେରା ଘରେ ରହୁଛନ୍ତି ପୂରା ପରିବାର। ଝଡ଼ବର୍ଷା ଆସିଲେ ଜୀବନ ବଞ୍ଚାଇବାକୁ ଦୌଡ଼ି ପଳାନ୍ତି ପଡ଼ିଶା ଘରକୁ...ହେଲେ ଏ ପର୍ଯ୍ୟନ୍ତ ଘର ଖଣ୍ଡିଏ ଦେଲାନି ପ୍ରଶାସନ
ରୋଗୀଙ୍କ ପାଇଁ ମେଡ଼ିକାଲ ପରିସରରେ ତିଆରି ହେଲା ପାର୍କ। ଉତ୍ତମ ଚିକିତ୍ସା ସେବା ସହ ପାର୍କରେ ବୁଲି ନିଜର ମନୋରଂଜନ କରୁଛନ୍ତି ରୋଗୀ। ସୁସ୍ଥ ପରିବେଶ ପୂରା ସମାଜକୁ ଦେଉଛି ଉଦାହରଣ....
ହେଇଟି...ହାଉଲେ। ମାମୁଁ ବସିଛନ୍ତି ଦୁଆରେ, ଆଗେ ପକେଟ୍ରୁ ୧୦୦ କାଢ, ପରେ ଆଗକୁ ବଢ। ଆଲୋ ଆଲୋ, ଫୁଲ୍ ୟୁନିଫର୍ମରେ ଇଏ କଣ ବଟି ଆଦାୟ କରୁଛନ୍ତି। ନାରଣ, ତୁ ଜାଣିନୁ କି? ଚାକିରି କରିବ ପୋଲିସ୍ ଆଉ ମାଛ ଖାଇବ....
ଖେଳାଳି କଣ ଖାଇବେ? କଣ ସେମାନଙ୍କର ପସନ୍ଦ ? କେମିତି ଏଠି କୌଣସି ଅସୁବିଧା ଯେପରି ନହେବ ଏସବୁକୁ ଧ୍ୟାନ ଦେବା ପାଇଁ କଣ ସବୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ଦେଖନ୍ତୁ
ଏବେ ଋଣ ନେବା ହେବ ମହଙ୍ଗା। ରିଜର୍ଭ ବ୍ୟାଙ୍କ ବଢାଇଲା ରେପୋ ରେଟ୍ ।
ଏବେ କ୍ୟାନସର ରୋଗକୁ ଚେକ୍ ଦେବାକୁ ଆସିଲା ଔଷଧ। ନ୍ୟୁୟର୍କରେ ଗତ କିଛି ଦିନ ଭିତରେ ଔଷଧ ଖାଇ ସୁସ୍ଥ ହେଲେଣି ଅନେକ ରୋଗୀ । ତେବେ କଣ ଏହି ଔଷଧ ? କେତେ ଏହାର ଦାମ୍ ? ଦେଖନ୍ତୁ ଏହି ଭିଡିଓ
ତୀର୍ଥଯାତ୍ରା ହେଲା ମହାଯାତ୍ରା। ପରିବାର ପାଇଁ ମଙ୍ଗଳମନାସୀବାକୁ ଯାଇଥିଲେ...ନିଜେ ଶବ ହୋଇ ଫେରିଲେ। ଏକା ସାଙ୍ଗରୁ ଘରୁ ବାହାରିଥିଲେ, ଏକା ସାଙ୍ଗରେ ଶ୍ମଶାନକୁ ଗଲେ। କାନ୍ଦବୋବାଳିରେ ଫାଟି ପଡ଼ୁଥିଲା ଗାଁ ଦାଣ୍ଡ....ରାମ ରାମ ସତ୍ୟ ହେ ଡାକରେ ଉଠିଲା ୨୬ କୋକେଇ....ଦେଖନ୍ତୁ ସେଇ ହୃଦୟ ବିଦାରକ ଦୃଶ୍ୟକୁ
ଭିକ ମାଗିବାକୁ ଭୁବନେଶ୍ୱରରୁ ରାଉରକେଲା ଯାଉଛନ୍ତି ଭଗବତୀ। ବର୍ଷା ପବନରେ ଘର ଭାଙ୍ଗିଗଲା....ଧାର ଟଙ୍କା ସୁଝିବା ଲାଗି ରାଜଧାନୀ ମନ୍ଦିରରେ ଭିକ ମାଗୁଥିଲେ। କିନ୍ତୁ ବିଏମସି ମନ୍ଦିରରୁ ତଡ଼ି ଦେବା ପରେ ଟଙ୍କା ସୁଝିବା ପାଇଁ ରାଉରକେଲା ଗଲେ। ରାସ୍ତା କଡ଼ରେ ବସି ଭିକ ମାଗୁଛନ୍ତି, ଯେତିକି ଟଙ୍କା ହେଉଛି ତାକୁ ଧାନ ନେଇଥିବା ଲୋକକୁ ସୁଝୁଛନ୍ତି। ୮୫ ବର୍ଷ ବୟସରେ ବି ସ୍ୱାଭିମାନର ସହ ବଞ୍ଚିଛନ୍ତି ଭଗବତୀ...ଆଉ ତାଙ୍କ ଦୁଃଖ ଶୁଣିଲେ ଆପଣ ବି କାନ୍ଦିବେ...ଦେଖନ୍ତୁ ଏଇ ଭିଡ଼ିଓ ।
ମୋ ବୋଉଲୋ.....ପଳାରେ ନାରଣ। ଇଏ ପା’ ଶ୍ରଦ୍ଧାର ମାଡ଼। ନାରଣ ତୁ ଖାଉନୁ? ଇଲୋ ବୋଉ...ଇଏ ଯେତେ ଜୋର ବାଡ଼ି ଉଠାଉଛନ୍ତି ସେଇଠି ପିଠି ରହିବ ତ? ନାରଣ ଛାଡ଼ି ଦେ’...ନା ଆଉ ମଦ ପିଇବୁ?
ଉଈହୁଙ୍କା ଭଳି ଝୁମ୍ପୁଡ଼ିରେ ରହୁଛନ୍ତି ୭୦ ବର୍ଷୀୟ ବୃଦ୍ଧା । ୮ବର୍ଷ ଧରି ଅସହାୟ ବଲାଙ୍ଗିର ବାଲିପଟାର ଦୁଃଖଦେଇ । ଦୁଃଖଦେଇଙ୍କୁ ଉପହାସ କରୁଛି ସରକାରୀ ଯୋଜନା, ଓଟିଭିରେ ଖବର ପରେ ଚେତିଲା ପ୍ରଶାସନ।
ପୁରୀ ଅବକାରୀ ଇନ୍ସପେରଙ୍କ ବଦଳିଲା ମତ। ମୁଁ ଜଣେ ମାନସିକ ରୋଗୀ ବୋଲି କହିଲେ ପୁରୀ ଅବକାରୀ ଇନ୍ସପେକ୍ଟର । ନିଶା ବେପାରୀଙ୍କଠୁ ପୁରୀ ପୋଲିସ ବଟି ନେଉଥିବା କହିଥିଲେ ସଂଜୟ।
ବିଜେପିର ଦବଦବାରେ ଚେକ୍ ଦେବାକୁ ବିଜେଡିର ୨୪ ବ୍ଳୁ ପ୍ରିଣ୍ଟ I ପଶ୍ଚିମ ଓଡ଼ିଶାର ୭ ବିଧାୟକ ଓଜନଦାର ଡିପାର୍ଟମେଣ୍ଟର ମନ୍ତ୍ରୀ I ବିଜେପି ଓ କଂଗ୍ରେସର ନିଶାନା-ବିକାଶ ନାହିଁ, ଖାଲି ଭୋଟ୍ ପାଇଁ ଲକ୍ଷ୍ୟ।
ମୋ ଚଷମା ଦୋକାନ ଏଇଠି ଥିଲା କିନ୍ତୁ ବିଏମ୍ସି ଉଠେଇ ଦେଲା। ଏତେ ଚଷମା ରଖିଛି ଯେ, ପାଣ୍ଡିଆନ୍ ବାବୁ ବି ମୋ ପାଖରୁ କିଣୁଛନ୍ତି ଚଷମା...ମୁଁ କରିବି କ’ଣ?
ଲଗାତାର ଦୁଇଥର ହାରିଥିଲେ ୨୦୨୪ରେ ନେତାଙ୍କୁ ଟିକେଟ୍ ଦେବନି କଂଗ୍ରେସ? ଚିନ୍ତନ ବୈଠକରେ ନେତା କି କି ନିଷ୍ପତ୍ତି ନେଲେ? କଂଗ୍ରେସରେ BigElephant କିଏ?
ହଇରେ ପିଲା....ତୁ ତ ମୋ ଉପରେ ଏତେ ଗରମ ହେଉଛୁ, ସେପଟେ ଝିଅ ଦେଖୁ ଦେଖୁ ନରମ କଥା କହୁଛି....ତୋ ଖୁରାକୁ ଜୁହାର.....
ସତରେ କଣ ଆଉ ଜୀବିତ ନାହାନ୍ତି ଋଷିଆ ରାଷ୍ଟ୍ରପତି ପୁଟିନ୍? ତାଙ୍କର ପରଲୋକ ହୋଇସାରିଥିବା ନେଇ ବଢିଲା ଚର୍ଚ୍ଚା...ଜାଣନ୍ତୁ କଣ ରହିଛି ପୂରା ଘଟଣା
ରୋଜଗାର କରିବା ପାଇଁ ଇଚ୍ଛା କିନ୍ତୁ ବିନା ପରିଶ୍ରମରେ....ବୁଲି ବୁଲି ଟଙ୍କା ଚୋରି କରୁଛନ୍ତି ଏଇ ଅଭିନେତ୍ରୀ। ଆପଣ ବି ସାବଧାନ ଥାଆନ୍ତୁ...ନହେଲେ ଆପଣଙ୍କ ପକେଟ୍...
ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ। ୮ ବର୍ଷ ହେଲାଣି ଉଇ ହୁଙ୍କା ପରି ଘରେ ବିତୁଛି ଜୀବନ। ବଡ଼ବାବୁଙ୍କୁ ଗୁହାରି କରି କରି କେହି ଶୁଣିଲେନି କି ବୁଝିଲେନି। ଭିକ୍ଷାବୃତ୍ତି କରି କୋଉଦିନ ଦୁଇ ମୁଠା ଖାଉଛନ୍ତି ତ ଆଉ କୋଉଦିନ ଉପାସ ରହୁଛନ୍ତି....ଭୋଟ୍ ନେବାକୁ ସମସ୍ତେ ଆସିଲେ ହେଲେ ଘର ଖଣ୍ଡିଏ ବେଳକୁ ମୁହଁ ମୋଡ଼ିଲେ....ଦୁଃଖୀ ଦୁଃଖ ଶୁଣିବାକୁ କେହି ନାହାନ୍ତି....
ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ଖବର। ଏଣିକି ଆପଣ ଓହ୍ଲାଇବାକୁ ଥିବା ଷ୍ଟେସନ୍ର ୨୦ ମିନିଟ୍ ପୂର୍ବରୁ ଆପଣଙ୍କୁ ଆସିବ ଫୋନ୍ କଲ। ଆଉ ମିସ୍ ହେବନି ଷ୍ଟେସନ, ନଷ୍ଟ ହେବନି ସମୟ। ଜାଣନ୍ତୁ କେମିତି ଓ କେବେଠୁ ଉପଲବ୍ଧ ହେବ ଏଇ ସୁବିଧା....
ଭାଇନା ଟିକିଏ ହାଉଲୋ ଚାଲ....ଝୁଣ୍ଟି ପଡ଼ିବ ପା....ଇରେ ନାରଣ ତୁ କଣ ଜାଣିପାରୁନୁ? ଇଏ ପା ପିସିସି ସଭାପତି। ୨୨ ବର୍ଷ ହେଲାଣି ଦଳ ଏମିତି ଚାଲୁଛି ଯେ....ସରକାର କଣ ବିରୋଧୀ ଆସନରେ ବି ବସିପାରିଲାନି। ଆଉ ଇଏ ଯଦି ହାଉଲେ ଚାଲିବେ ୨୦୨୪ରେ ହେବ କ’ଣ?
ତିନି ଦିନ କାଳ ନଜରବନ୍ଦୀ ରଖିବା ପରେ ଆଜି ଝିଅକୁ ଅନ୍ୟ ଜଣେ ଯୁବକଙ୍କ ସହ ଜୋରଜବରଦସ୍ତ ବିବାହ କରିବାକୁ ଯୋଜନା କରିଥିଲେ ହେଲେ ରାହୁଲ ଏହି ଖବର ପାଇଯାଇଥିଲେ । ଫିଲ୍ମ ଷ୍ଟାଇଲରେ କିଛି ସାଙ୍ଗଙ୍କ ସହ ଘଟଣାସ୍ଥଳରୁ ବାଇକ୍ରେ ସ୍ତ୍ରୀକୁ ଉଠାଇ ଆଣିଥିଲେ ।
ନୂଆ ମନ୍ତ୍ରୀ, ନୂଆ ଚ୍ୟାଲେଞ୍ଜ୍। ରବିବାର ଶପଥ ଗ୍ରହଣ ପରେ କିଛି ମନ୍ତ୍ରୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୪ ନିର୍ବାଚନ ପାଇଁ ହାତରେ ଦୁଇ ବର୍ଷରୁ ବି କମ୍ ସମୟ ଥିବାରୁ ମନ୍ତ୍ରୀମାନେ କିଭଳି ନିଜ ନିଜ ବିଭାଗରେ ପାରଦର୍ଶିତା ଆଣିବେ ତା’ ଉପରେ ରହିବ ଫୋକସ୍।
ପୁଣି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ବିଦେଶ ଗସ୍ତ । ଦୀର୍ଘ ୧୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ଚର୍ଚ୍ଚା । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା କହୁଛି, ଜୁନ୍ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପ୍ରଥମେ ଦୁବାଇ ଯିବେ ଏବଂ ଏହିଦିନ ଇପିକଲ୍, ଫିକି ଓ ଦୁବାଇ ସ୍ଥିତ ଇଣ୍ଡିଆନ୍ କନ୍ସୋଲେଟ୍ ପକ୍ଷରୁ ସେଠାରେ ଆୟୋଜିତ ଇନ୍ଭେଷ୍ଟର୍ସ ମିଟ୍ରେ ଯୋଗ ଦେବେ ।
ମନ୍ତ୍ରୀମଣ୍ଡଳରୁ ବିଦା ନେତାଙ୍କ ମାନଭଞ୍ଜନ । ଦିନ ୧୦ଟା ବେଳେ ନବୀନ ନିବାସରେ ପହଞ୍ଚିଥିଲେ ମନ୍ତ୍ରୀମଣ୍ଡଳରୁ ବାଦ ପଡିଥିବା ଜଣେ ପରେ ଜଣେ ନେତା ।
କମିଶନରଙ୍କୁ ଜିଲ୍ଲା ଅବକାରୀ ଇନିସପେକ୍ଟରଙ୍କ ଖୋଲା ଚିଠିକୁ ନେଇ ସୃଷ୍ଟି ହୋଇଛି ହଇଚଇ...