red flags put up at Puri sea beach
Advertisment
ଅଘଟଣ ପରେ ଚେତିଲା ପୁରୀ ପ୍ରଶାସନ : ପୁରୀ ବେଳାଭୂମିର ୩ଟି ସେକ୍ଟରରେ ଲାଗିଲା ରେଡଫ୍ଲାଗ୍ରେଡଫ୍ଲାଗ୍ ଲାଗିଥିବା ବେଳାଭୂମିରେ ପାଟ୍ରୋଲିଂକୁ ଜୋରଦାର କରାଯାଇଛି। ଲଗାତର ଦୁଇଦିନର ଅଘଟଣ ପରେ ବି କିଛି ଅମାନିଆ ସମୁଦ୍ର ଭିତରକୁ ଯାଇ ମଉଜ ମସ୍ତି କରୁଥିବାରୁ ଜେଟ୍ ସ୍କି ଧରି ବୁଲୁଥିବା ଲାଇଫଗାର୍ଡ ମାନେ ସେମାନଙ୍କୁ କୂଳକୁ ଯିବା ପାଇଁ ତାଦିଦ୍ କରୁଛନ୍ତି
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us