Advertisment

ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା; ଚାଲିଛି ଉଦ୍ଧାର କାର୍ଯ୍ୟ

ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା । ଓଲଟିପଡ଼ିଲା କରମଣ୍ଡଳର ଏକାଧିକ ବଗି । ଅନେକ ଲୋକ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ବାହାନଗା ଷ୍ଟେସନ୍ ନିକଟରେ ।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି

ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା । ଓଲଟିପଡ଼ିଲା କରମଣ୍ଡଳର ଏକାଧିକ ବଗି । ଅନେକ ଲୋକ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ବାହାନଗା ଷ୍ଟେସନ୍ ନିକଟରେ । କରମଣ୍ଡଳର ୩ରୁ ଅଧିକ ବଗି ଓଲଟି ପଡ଼ିଛି । ଦୁର୍ଘଟଣାରେ ଅନେକ ଯାତ୍ରୀ ଗୁରୁତର ହୋଇଥିବା ସୂଚନା । ଅନେକ ଯାତ୍ରୀ ଟ୍ରେନ୍ ତଳେ ଚପି ରହିଥିବା ମଧ୍ୟ ଖବର ରହିଛି । ଏହାସହ ଅନେକଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି । 

Advertisment
Advertisment
Advertisment