Man jumps into Sidua river
୯ ମାସର ଛୁଆକୁ ଧରି ନଦୀକୁ ଡେଇଁପଡ଼ିଲା ବାପା
୯ମାସର ଛୁଆକୁ ଧରି ନଦୀକୁ ଡେଇଁପଡ଼ିଲା ବାପା । କଟକ ଜିଲ୍ଲା ସଦର ଥାନା ସଇଁନ୍ଦା ନିକଟରେ ଥିବା ସିଢ଼ୁଆ ନଦୀରେ ଏହି ଅଘଟଣ ଘଟିଛି । ପାରିବାରିକ କଳହରୁ ବାପା ଛୁଆକୁ ଧରି ନଦୀକୁ ଡେଇଁପଡ଼ିଥିବା ସୂଚନା ମିଳିଛି । ଏ ନେଇ ସ୍ଥାନୀୟ ଲୋକ ପ୍ରଥମେ ଦେଖିବା ପରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ।
Man jumps into Sidua river
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)