Advertisment

ମା’ ଆଖି ସାମ୍ନାରେ ପୁଅକୁ ଝାମ୍ପିନେଲା କୁମ୍ଭୀର

ପୁଅକୁ ହରାଇ ଛାତି ବାଡ଼େଇ କାନ୍ଦୁଛି ଅଭାଗିନୀ ମା’

author-image
Tanmay Kumar Mahalik

ପହିଲି ରଜରେ ଗାଁରୁ ସହର ଚାରିଆଡ଼େ ହସଖୁସିର ଆସର ଜମିଥିବା ବେଳେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣ ମା’ର କୋଳଶୂନ୍ୟ କରିଦେଇଛି କୁମ୍ଭୀର । ବ୍ରାହ୍ମଣୀ ନଦୀ କୂଳରୁ ନାବାଳକକୁ କୁମ୍ଭୀର ଝାମ୍ପି ନେଇଥିବା ବେଳେ କାନ୍ଦବୋବାଳିରେ ଫାଟି ପଡ଼ୁଛି ଗାଁ । ପୁଅକୁ ହରାଇ ଛାତି ବାଡ଼େଇ କାନ୍ଦୁଛି ଅଭାଗିନୀ ମା’ । ଏପରି ଏକ ହୃଦୟ ବିଦାରକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର ନିମପୁର ଗାଁ ନିକଟରେ ।

Advertisment
Minor Boy Death Crocodile Attack
Advertisment
Advertisment